ମାଲକାନଗିରି(ଓଡ଼ିଶା ରିପୋର୍ଟର):ଛତିଶଗଡ଼ରେ ମାଓବାଦୀଙ୍କ ସହିଦ ସ୍ତମ୍ଭ ଧ୍ୱଂସ। ମାଓବାଦୀଙ୍କ ସହିଦ ସ୍ତମ୍ଭକୁ ଧ୍ୱଂସ କରିଛନ୍ତି ଯବାନ। ବୋମା ପକାଇ ତାକୁ ପୁରା ମାଟିରେ ମିଶାଇ ଦିଆଯାଇଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ଜିଲ୍ଲା ଅରନପୁର ଥାନା ପୋଟାଲି ମିଲକାନା ପାରା ଅଞ୍ଚଳରେ ମାଓବାଦୀଙ୍କ ଏହି ସହିଦ ସ୍ତମ୍ଭ ଥିଲା । ଦନ୍ତେୱାଡ଼ା ପୋଲିସ ଓ ସିଆରପିଏଫ୍ ଯବାନ କମ୍ବିଂ ବେଳେ ଏହାକୁ ଦେଖିବା ପରେ ବୋମା ଲଗାଇ ତାକୁ ପୁରା ଉଡ଼ାଇ ଦେଇଛନ୍ତି। ଏହା ସହିତ ସେ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।
Miscellaneous
ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ୨ଟି କିସ୍ତି ମିଳିବ
୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି।