‘ମ୍ୟାଟ୍ରିକ୍‌ ଖାତା ଦେଖିବାକୁ ୧୦ କିମି ଦୂରରୁ ଆସୁଥିବା ଶିକ୍ଷକଙ୍କ ରହିବା, ଖାଇବା ବ୍ୟବସ୍ଥା କର’

କଟକ(ଓଡ଼ିଶା ରିପୋର୍ଟର): ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ନେଇ ହାଇକୋର୍ଟ ଆଜି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଓଷ୍ଟା ପକ୍ଷରୁ ହୋଇଥିବା ଆବେଦନ ଉପରେ ବିଚାର କରି ହାଇକୋର୍ଟ ମ୍ୟାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ରରେ ଲକଡାଉନ କଟକଣା ମାନିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଖାତା ଦେଖା ବେଳେ ସାମାଜିକ ଦୂରତ୍ୱ ମାନବାକୁ କୁହାଯାଇଛି। ୧୦ କିମି ଦୂରରୁ ଖାତା ମୂଲ୍ୟାୟନ କରିବାକୁ ଆସୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ରହିବା ଏବଂ ଖାଇବା ବ୍ୟବସ୍ଥା କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ, […]

highcourt-1.1

highcourt-1.1

Manoranjan Sial
  • Published: Friday, 15 May 2020
  • Updated: 15 May 2020, 10:13 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ନେଇ ହାଇକୋର୍ଟ ଆଜି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଓଷ୍ଟା ପକ୍ଷରୁ ହୋଇଥିବା ଆବେଦନ ଉପରେ ବିଚାର କରି ହାଇକୋର୍ଟ ମ୍ୟାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ରରେ ଲକଡାଉନ କଟକଣା ମାନିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଖାତା ଦେଖା ବେଳେ ସାମାଜିକ ଦୂରତ୍ୱ ମାନବାକୁ କୁହାଯାଇଛି। ୧୦ କିମି ଦୂରରୁ ଖାତା ମୂଲ୍ୟାୟନ କରିବାକୁ ଆସୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ରହିବା ଏବଂ ଖାଇବା ବ୍ୟବସ୍ଥା କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ, ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ମହାମାରୀ ‘କରୋନା’ ପାଇଁ ଆଜି ପର୍ଯ୍ୟନ୍ତ ମ୍ୟାଟ୍ରିକ୍‌ ଖାତା ମୂଲ୍ୟାୟନ ହୋଇପାରୁନାହିଁ। ଯାହାକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ପରବର୍ତ୍ତୀ ସମୟରେ ରାଜ୍ୟ ସରକାର ଖାତା ଦେଖା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମେ’ ୨୦ ତାରିଖରୁ ୩୦ ବଦଳରେ ୬୦ଟା କେନ୍ଦ୍ରରେ ଖାତା ଦେଖିବାକୁ ସ୍ଥିର କରିଛନ୍ତି ରାଜ୍ୟ ସରକାର। ଏଥିପାଇଁ ୧୭୦୦୦ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ କରିଛନ୍ତି। ତେବେ ପରୀକ୍ଷା ଖାତା ଦେଖା କେନ୍ଦ୍ର ବଢ଼ିଥିବାରୁ ଆଉ ୬୦୦୦ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି। ଯାହାକୁ ନେଇ ପ୍ରଶ୍ନ ଉଠାଇଥିଲା ଶିକ୍ଷକ ସଂଘ। ଗୋଟିଏ କେନ୍ଦ୍ରରେ ଏକାଥରକେ ୫୦୦ରୁ ୬୦୦ ଶିକ୍ଷକ ଓ ଶିକ୍ଷୟିତ୍ରୀ ଖାତା ଦେଖିଲେ ସମଦୂରତା କିପରି କାର୍ଯ୍ୟକାରୀ ହେବ? ଏହାଛଡ଼ା ଖାତା ଦେଖିବାକୁ ଚୟନ ହୋଇଥିବା ୩୦% ଶିକ୍ଷୟିତ୍ରୀମାନେ କେଉଁଠି ରହି ଖାତା ଦେଖିବେ ବୋଲି ପ୍ରଶ୍ନ କରିଛନ୍ତି ଓଷ୍ଟା ସଂପାଦକ ପ୍ରକାଶ ମହାନ୍ତି ମହାନ୍ତି।

ଏହାଛଡ଼ା ମହାମାରୀ ‘କରୋନା’ ବିରୋଧରେ ଲଢ଼ୁଥିବା ବ୍ୟକ୍ତିଙ୍କୁ ‘କରୋନା’ ଯୋଦ୍ଧା ବୋଲି ସରକାର ଘୋଷଣା କରିଛନ୍ତି। ସେହି ଦୃଷ୍ଟିରୁ ପରୀକ୍ଷା ଖାତା ମୂଲ୍ୟାୟନ କରୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ‘କରୋନା’ ଯୋଦ୍ଧା ଭାବେ ଘୋଷଣା କରନ୍ତୁ। ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ବୀମା କରାଯାଉ ବୋଲି ଓଷ୍ଟା ସଂପାଦକ ପ୍ରକାଶ ମହାନ୍ତି କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story