ଟଏଲେଟ୍‌ରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଚିଟଫଣ୍ଡ ମାମଲାରେ ଗିରଫ ହୋଇ ଝାରପଡା ଜେଲ୍‌ରେ ରହିଥିବା ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡର ମୁଖ୍ୟ ପ୍ରଦୀପ ସେଠୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଜେଲ୍‌ରେ ଥିବା ଟଏଲେଟ ଯାଇଥିବା ବେଳେ ବେକରେ ଇନଭର୍ଟର ତାର ଗୁଡ଼ାଇ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ  । ଜେଲ୍‌ କର୍ତ୍ତୃପକ୍ଷଙ୍କ ସୂଚନା  ଅନୁଯାୟୀ, ଜେଲ୍‌ ପିଅନ୍ ସହ କୌଣସି କାରଣକୁ ନେଇ ପ୍ରଦୀପଙ୍କ ଝଗଡା ହୋଇଥିଲା । ପରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ତାଙ୍କୁ କବାଟ […]

Pradeep-Sethi--1

Pradeep-Sethi--1

Niharika Rout
  • Published: Wednesday, 22 January 2020
  • Updated: 22 January 2020, 01:45 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଚିଟଫଣ୍ଡ ମାମଲାରେ ଗିରଫ ହୋଇ ଝାରପଡା ଜେଲ୍‌ରେ ରହିଥିବା ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡର ମୁଖ୍ୟ ପ୍ରଦୀପ ସେଠୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଜେଲ୍‌ରେ ଥିବା ଟଏଲେଟ ଯାଇଥିବା ବେଳେ ବେକରେ ଇନଭର୍ଟର ତାର ଗୁଡ଼ାଇ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ  ।

ଜେଲ୍‌ କର୍ତ୍ତୃପକ୍ଷଙ୍କ ସୂଚନା  ଅନୁଯାୟୀ, ଜେଲ୍‌ ପିଅନ୍ ସହ କୌଣସି କାରଣକୁ ନେଇ ପ୍ରଦୀପଙ୍କ ଝଗଡା ହୋଇଥିଲା । ପରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ତାଙ୍କୁ କବାଟ ଭାଙ୍ଗି ଉଦ୍ଧାର କରିଥିଲେ ଜେଲ କର୍ତ୍ତୃପକ୍ଷ । ପ୍ରଦୀପଙ୍କୁ ଚିକିତ୍ସା ନିମନ୍ତେ କଟକ ଏସସିବି ସ୍ଥାନାନ୍ତର କରାଯାଇଛି।  ପ୍ରଦୀପଙ୍କୁ SCB ମାନସିକ ରୋଗ ବିଭାଗକୁ ପଠାଯାଇଥିବା ସୂଚନା ମିଳିଛି । ଏହି ଘଟଣାକୁ ମିଶାଇ ପ୍ରଦୀପ ୩ ଥର ଆତ୍ମହତ୍ୟା ଉଦ୍ୟମ କଲେଣି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story