୩୧ରେ ଓଡ଼ିଶା ଆସିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଆସିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଆସନ୍ତା ୩୧ ତାରିଖରେ ସେ ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ନ୍ୟାୟ ଅଭିଯାନ ପକ୍ଷରୁ ଆୟୋଜିତ ସମାବେଶରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। କେଜ୍ରିୱାଲଙ୍କ ସହ ଅନ୍ୟ ଜାତୀୟ ଦଳର କିଛି ନେତା ଏହି ସମାବେଶରେ ଯୋଗ ଦେବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସାମାଜିକ ନ୍ୟାୟ ଅଭିଯାନର ଆବାହାକ ଦେବୀ ପ୍ରସାଦ ପୃଷ୍ଟି। ସେହିପରି ଆସନ୍ତା ୨୫ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି […]

arabinda

arabinda

Manoranjan Sial
  • Published: Wednesday, 23 January 2019
  • Updated: 23 January 2019, 09:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଆସିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଆସନ୍ତା ୩୧ ତାରିଖରେ ସେ ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ନ୍ୟାୟ ଅଭିଯାନ ପକ୍ଷରୁ ଆୟୋଜିତ ସମାବେଶରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। କେଜ୍ରିୱାଲଙ୍କ ସହ ଅନ୍ୟ ଜାତୀୟ ଦଳର କିଛି ନେତା ଏହି ସମାବେଶରେ ଯୋଗ ଦେବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସାମାଜିକ ନ୍ୟାୟ ଅଭିଯାନର ଆବାହାକ ଦେବୀ ପ୍ରସାଦ ପୃଷ୍ଟି।

ସେହିପରି ଆସନ୍ତା ୨୫ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଆସୁଛନ୍ତି। ସେ ରାଜଧାନୀ ଉପକଣ୍ଠ ତମାଣ୍ଡୋ ମିନି ଷ୍ଟାଡ଼ିୟମ୍‌ରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ। ଏନେଇ ସୁରକ୍ଷା ଓ ପ୍ରସ୍ତୁତି ତଦାରଖ କରିଛି ପୁଲିସ। ଅତିରିକ୍ତ ସିପି, ଡିସିପି ସମେତ ଅନ୍ୟ ବରିଷ୍ଠ ପୁଲିସ ଅଧିକାରୀ ରାହୁଲଙ୍କ ସଭା ସ୍ଥଳ ପରିଦର୍ଶନ କରିଛନ୍ତି।

ସେହିପରି ଆସନ୍ତା ୨୯ରେ ଓଡ଼ିଶା ଆସିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ସେ କଟକ ଜିଲ୍ଲା ସାଲେପୁରର କୁଳିଆରେ ଆୟୋଜିତ ସଭାରେ ଯୋଗଦେବେ। ଏନେଇ ସୂଚନା ଦେଲେ ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ। ତେବେ ଏନେଇ ବିଧିବଦ୍ଧ ସୂଚନା ମିଳିନଥିଲେ ମଧ୍ୟ ୨୯ ତାରିଖରେ ଶାହଙ୍କ ସଭା ହେବା ନେଇ ସମ୍ଭାବନା ଥିବା କଥା ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story