ମେ’ ୩୧ ଯାଏଁ ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବାତ୍ୟା  ମୁକାବିଲା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି ।ମେ ୩୧ ଯାଏଁ ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ହେଡ୍ କ୍ୱାର୍ଟର୍ସ ଛାଡ଼ି ନଯିବା ଲାଗି ସବୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଛୁଟି ନେଇଥିବା କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ୍ କଲେ ସରକାର । ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ‘ୟାସ୍’ […]

CycloneYaas

CycloneYaas

Tapas Behera
  • Published: Monday, 24 May 2021
  • Updated: 25 May 2021, 01:09 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବାତ୍ୟା  ମୁକାବିଲା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି ।ମେ ୩୧ ଯାଏଁ ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ହେଡ୍ କ୍ୱାର୍ଟର୍ସ ଛାଡ଼ି ନଯିବା ଲାଗି ସବୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଛୁଟି ନେଇଥିବା କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ୍ କଲେ ସରକାର । ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ‘ୟାସ୍’ ସ୍ଥଳଭାଗକୁ ଛୁଇଁବ। ପାରାଦୀପ-ସାଗରଦ୍ୱୀପ ମଝିରେ ବାଲେଶ୍ୱର ପାଖାପାଖରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟାସ୍’। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ। ବାତ୍ୟା ଲ୍ୟାଣ୍ଡଫଲ୍ ପୂର୍ବରୁ ଅର୍ଥାତ ୨୫ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାନା ରହିଛି।

୨୬ ତାରିଖରେ ବର୍ଷାର ପରିମାଣ ବଢ଼ିବ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି। ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ବର୍ଷାର ପରିମାଣ କମିଯିବ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି।

‘ୟାସ୍’ ଏବେ ପାରାଦୀପଠାରୁ ୫୦୦ କିଲୋମିଟର ଦୂରରେ ରହିଛି। ଆଜି ଏହା ଭୀଷଣ ବାତ୍ୟାର ରୂପ ନେବ। ଆସନ୍ତା କାଲି ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ୨୬ ତାରିଖ ଦ୍ୱି’ପ୍ରହରରେ ଏହା ପାରାଦୀପ ଓ ସାଗର ଦୀପ ମଝି ବାଲେଶ୍ୱର ଆପଖାପଖ ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି। ବାତ୍ୟା ନେଇ ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ, ବାତ୍ୟା ଯୋଗୁ ଏବେ ସମୁଦ୍ରରେ ପବନର ବେଗ ଘଣ୍ଟା ପ୍ରତି ୬୫ରୁ ୮୫ କିମି ଭିତରେ ରହିଛି। ୨୫ ତାରିଖ ମଧ୍ୟରାତ୍ର ପରେ ପବନ ବଢ଼ିବ ଏବଂ ଏହା ଘଣ୍ଟା ପ୍ରତି ୮୦ କିମି ଛୁଇଁପାରେ। ୨୬ ତାରିଖ ସକାଳୁ ପବନର ବେଗ ବଢ଼ି ଘଣ୍ଟାପ୍ରତି ୧୨୦ରୁ ୧୩୦ କିମି ହେବ। ଉପକୂଳ ଛୁଇଁଲା ବେଳକୁ ପବନ ବେଗ ଘଣ୍ଟାପ୍ରତି ସର୍ବାଧିକ ୧୫୫ରୁ ୧୮୫ କିମି ହେବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story