ଆସନ୍ତାକାଲି ବସିବ ସିଏମସି କାଉନସିଲ ବୈଠକ

କଟକ: ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ କଟକ ମହାନଗର ନିଗମ (ସିଏମସି)ର କାଉନସିଲ ବୈଠକ ବସିବ। ସିଏମସି ଡେପୁଟି ମେୟର ଅଜୟ ବାରିକ ଏହି ବୈଠକ ଡ଼ାକିଛନ୍ତି। ରାସନ କାର୍ଡ ତାଲିକାରେ ନାଁ ଥିବା ଜଣାପଡିବା ପରେ ସିଏମସି ମେୟର ଅନୀତା ବେହେରା ନିଜ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫାପତ୍ର ଗୃହୀତ କରାଇବା ନେଇ ଏହି ବୈଠକ ଡ଼କାଯାଇଛି।

ଆହୁରି ପଢ଼ନ୍ତୁ

ଏଥର ଓଡ଼ିଶା ବାହାରେ ହେବ OJEE ପରୀକ୍ଷା କେନ୍ଦ୍ର

ଦିଲ୍ଲୀପ ବିଶୋୟୀ ହେବେ ରାଜ୍ୟ ସୂଚନା କମିଶନର!

ଯୁକ୍ତ ଦୁଇ ବିଜ୍ଞାନରେ ମୋଟ ୭ ପିଲା, ଜଣେ ଫର୍ମ ଫିଲପ୍ କରି ପରୀକ୍ଷା ଦେଲେନି-ଜିରୋ ରେଜଲ୍ଟ

ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ

ସ୍ୱତନ୍ତ୍ର ସଚିବ ଅଜୟ ଦାସଙ୍କୁ ଗିରଫ କଲା ଭିଜିଲାନ୍ସ

ଆଳିପିଙ୍ଗଳ ଜେଲରେ ୨୧ ବନ୍ଦୀଙ୍କୁ କରୋନା

ଅଗଷ୍ଟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୦୫ ଲୋକାଲ୍‌ କେସ

ସ୍ୱାଧୀନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରଛାତ୍ରୀ

ନିଜେ ଲିଭି ୬ ଜଣଙ୍କ ଜୀବନ ଦୀପ ଜଳାଇଥିଲେ, ସୂରଜଙ୍କ ନାଁରେ ଆରମ୍ଭ ହେଲା ସ୍ୱର୍ଣ୍ଣିମ ଅଧ୍ୟାୟ

ପିଇଓଙ୍କୁ ଅଟକ ରଖିଲେ ଲୋକ, ଗାଁରେ ପହଞ୍ଚିଲେ ବିଡିଓ

ବ୍ରହ୍ମପୁରରେ ୩୧% ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି: ଡାକ୍ତର ସଂଘମିତ୍ରା ପତି