ଭୁବନେଶ୍ୱର: ଆସନ୍ତା ୨୨ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । ପରୀକ୍ଷା ପାଇଁ ଆଜିଠାରୁ ବିଭିନ୍ନ କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ। ପରୀକ୍ଷାର୍ଥୀ ମାନେ ଆଜିଠୁ www.prestige.in ୱେବ ସାଇଟରୁ ନିଜ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ସେହିପରି ବିଭିନ୍ନ ସ୍କୁଲଗୁଡିକ ନିଜ ନିଜ କୋଡ୍ ବ୍ୟବହାର କରି ୱେବସାଇଟରୁ ଆଡମିଟକାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଯେଉଁ ଛାତ୍ରଛାତ୍ରୀ ଆଡମିଟ୍ କାର୍ଡ ଡାଉନଲୋଡ କରିପାରିବେ ନାହିଁ ସେମାନେ ଆସନ୍ତା ୨୦ ତାରିଖରୁ ନିଜ ନିଜ ପରୀକ୍ଷା କେନ୍ଦ୍ରରୁ ଏହା ସଂଗ୍ରହ କରିପାରିବେ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି।.
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।