ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ରମେଶ କୁମାର ନାୟକ କହିଛନ୍ତି। ତେବେ ମୌସୁମୀ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ରାୟଗଡାରେ ସକ୍ରିୟ ରହିଛି। ଲଘୁଚାପ ଦ୍ବାରା ସୌସୁମୀ ଅଧିକ […]

rain_kerala

rain_kerala

Rakesh Mallick
  • Published: Wednesday, 17 June 2015
  • Updated: 17 June 2015, 02:37 PM IST

Sports

Latest News

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ରମେଶ କୁମାର ନାୟକ କହିଛନ୍ତି। ତେବେ ମୌସୁମୀ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ରାୟଗଡାରେ ସକ୍ରିୟ ରହିଛି। ଲଘୁଚାପ ଦ୍ବାରା ସୌସୁମୀ ଅଧିକ ସକ୍ରିୟ ହେବ ଏବଂ ଖୁବଶୀଘ୍ର ଅନ୍ୟ ଜିଲ୍ଲା ଗୁଡିକୁ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos