ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ

ବ୍ରହ୍ମପୁର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଳା ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ତାଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ ଓ ହିଞ୍ଜିଳିକାଟୁରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

naveen

Rakesh Mallick
  • Published: Tuesday, 11 August 2015
  • , Updated: 11 August 2015, 09:24 AM IST

Related story