ସୁପ୍ରିମକୋର୍ଟରେ ଆଶୀର୍ବାଦ ବେହେରା ଦୋଷମୁକ୍ତ

କଟକ(ଓଡ଼ିଶା ରିପୋର୍ଟର): କଟକ ବାରବାଟୀ ପ୍ୟାଲେସ୍‌ ମାମଲାରେ ଓଡ଼ିଶା ଅଲିମ୍ପିକ୍ସ ଆସୋସିଏସନର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା ଦୋଷମୁକ୍ତ ହୋଇଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ମାମଲାରେ CBI ଫାଇନାଲ ରିପୋର୍ଟ ଦାଖଲ କରିଛି। ଏଥିରେ କୌଣସି ବିଚାରଯୋଗ୍ୟ ତଥ୍ୟ ନଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ସେହିପରି ଏହି ମାମଲାରେ ଇନ୍‌କନ୍‌ ଆସୋସିଏଟସ୍‌କୁ ସୁପ୍ରିମକୋର୍ଟ ଦୋଷମୁକ୍ତ କରିଛନ୍ତି। ତତ୍କାଳୀନ OOA ସଂପାଦକ ଆଶୀର୍ବାଦ ବେହେରା ତ୍ରୁଟି କରିନଥିବା ସୁପ୍ରିମକୋର୍ଟ କହିଛନ୍ତି। ଇନ୍‌କନ୍‌ ଆସୋସିଏଟସ୍‌ ମଧ୍ୟ କୌଣସି ତ୍ରୁଟି କରିନଥିବା କୋର୍ଟ […]

ashirbad

ashirbad

Manoranjan Sial
  • Published: Monday, 14 September 2020
  • Updated: 14 September 2020, 07:53 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ବାରବାଟୀ ପ୍ୟାଲେସ୍‌ ମାମଲାରେ ଓଡ଼ିଶା ଅଲିମ୍ପିକ୍ସ ଆସୋସିଏସନର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା ଦୋଷମୁକ୍ତ ହୋଇଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ମାମଲାରେ CBI ଫାଇନାଲ ରିପୋର୍ଟ ଦାଖଲ କରିଛି। ଏଥିରେ କୌଣସି ବିଚାରଯୋଗ୍ୟ ତଥ୍ୟ ନଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

ସେହିପରି ଏହି ମାମଲାରେ ଇନ୍‌କନ୍‌ ଆସୋସିଏଟସ୍‌କୁ ସୁପ୍ରିମକୋର୍ଟ ଦୋଷମୁକ୍ତ କରିଛନ୍ତି। ତତ୍କାଳୀନ OOA ସଂପାଦକ ଆଶୀର୍ବାଦ ବେହେରା ତ୍ରୁଟି କରିନଥିବା ସୁପ୍ରିମକୋର୍ଟ କହିଛନ୍ତି। ଇନ୍‌କନ୍‌ ଆସୋସିଏଟସ୍‌ ମଧ୍ୟ କୌଣସି ତ୍ରୁଟି କରିନଥିବା କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। CBI ଫାଇନାଲ ରିପୋର୍ଟ ଦାଖଲ କରିବା ପରେ ଏହି ମାମଲାରେ ସର୍ବୋଚ୍ଚକୋର୍ଟ ପୂର୍ଣ୍ଣଛେଦ ଟାଣିଛନ୍ତି।

ସୁପ୍ରିମକୋର୍ଟ ରାୟ ପ୍ରକାଶ ପାଇବା ପରେ ନିଜ ପ୍ରତିକ୍ରିୟାରେ ଆଶୀର୍ବାଦ ବେହେରା କହିଛନ୍ତି-“ଶେଷରେ ସତ୍ୟ ଓ ଧର୍ମର ବିଜୟ ହୋଇଛି ଏବଂ ଦୀର୍ଘଦିନର ଆଇନଗତ ଲଢେଇ ପରେ ସତ୍ୟ ସାମ୍ନାକୁ ଆସିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story