ଜେଲରୁ ହସ୍ପିଟାଲ ଗଲେ ଆଶୀର୍ବାଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା ଅସୁସ୍ଥ। ଆଶୀର୍ବାଦଙ୍କୁ ଝାରପଡ଼ା ଜେଲରୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଛି। ଏଟି ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଛନ୍ତି ଆଶୀର୍ବାଦ। ସୂଚନା ଅନୁଯାୟୀ, ଭୁବନେଶ୍ୱର ସିବିଆଇ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଗୁରୁବାର ତାଙ୍କୁ ଝାରପଡ଼ା ଜେଲକୁ ପଠାଯାଇଥିଲା। ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏଥିସହ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ ସିବିଆଇ ଗିରଫ କରିଛି। ଗୁରୁବାର […]

543

543

Tapas Behera
  • Published: Monday, 23 September 2019
  • Updated: 23 September 2019, 08:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା ଅସୁସ୍ଥ। ଆଶୀର୍ବାଦଙ୍କୁ ଝାରପଡ଼ା ଜେଲରୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଛି। ଏଟି ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଛନ୍ତି ଆଶୀର୍ବାଦ। ସୂଚନା ଅନୁଯାୟୀ, ଭୁବନେଶ୍ୱର ସିବିଆଇ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଗୁରୁବାର ତାଙ୍କୁ ଝାରପଡ଼ା ଜେଲକୁ ପଠାଯାଇଥିଲା। ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏଥିସହ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ ସିବିଆଇ ଗିରଫ କରିଛି। ଗୁରୁବାର ସକାଳେ ପାଖାପାଖି ୧୦ରୁ ୧୨ଜଣିଆ ସିବିଆଇ ଟିମ୍‌ ଆଶୀର୍ବାଦଙ୍କ ଘରେ ରେଡ୍‌ କରିଥିଲେ। ପୂର୍ବରୁ ତାଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଥିଲା ସିବିଆଇ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos