ନାମାଙ୍କନ ଦାଖଲ କଲେ ଅଶ୍ୱିନୀ, ଅମର ଓ ସସ୍ମିତ; ପୁଣି କ୍ଷତି ସହିଲା ବିଜେଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ଓଡ଼ିଶାରୁ ତିନି ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେପି ପକ୍ଷରୁ ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ବିଜେଡି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭାର ସ୍ୱତନ୍ତ୍ର ପ୍ରକୋଷ୍ଠରେ ରିଟର୍ଣ୍ଣିଂ ଅଫିସର ବିଷ୍ଣୁପ୍ରସାଦ ମିଶ୍ରଙ୍କ ନିକଟରେ ସେମାନେ ନାମାଙ୍କନପତ୍ର ଦାଖଲ କରିଥିଲେ। ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଅମର ପଟ୍ଟନାୟକ ଓ […]

bbbb

bbbb

Jitendra Garnayak
  • Published: Monday, 24 June 2019
  • Updated: 24 June 2019, 03:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ଓଡ଼ିଶାରୁ ତିନି ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେପି ପକ୍ଷରୁ ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ବିଜେଡି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭାର ସ୍ୱତନ୍ତ୍ର ପ୍ରକୋଷ୍ଠରେ ରିଟର୍ଣ୍ଣିଂ ଅଫିସର ବିଷ୍ଣୁପ୍ରସାଦ ମିଶ୍ରଙ୍କ ନିକଟରେ ସେମାନେ ନାମାଙ୍କନପତ୍ର ଦାଖଲ କରିଥିଲେ।

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନାମାଙ୍କନ ପତ୍ର ଦାଖଲ କଲା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ସେହିପରି ଅଶ୍ୱିନୀ ନାମାଙ୍କନ ପତ୍ର ଦାଖଲ କଲା ବେଳେ ବିଜେପି ବିଧାୟକଙ୍କ ସହିତ ବହୁ ବିଜେଡି ନେତା ଉପସ୍ଥିତ ଥିଲେ।

ashiniପୁଣି କ୍ଷତି ସହିଲା ବିଜେଡି!
ରାଜ୍ୟସଭା ନିର୍ବାଚନ ବୁଝାମଣାରେ ପୁଣି କ୍ଷତି ସହିଛି ବିଜେଡି। ଦଳ ପୂର୍ବରୁ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଘୋଷଣା କରି କ୍ଷତି ସହିଥିଲା। ଏବେ ଅଶ୍ୱିନୀଙ୍କୁ ୫ ବର୍ଷିଆ ସିଟ୍ ଛାଡ଼ି କ୍ଷତିକୁ ଦ୍ୱିଗୁଣିତ କରିଛି।

୨୦୨୪ରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ କାର୍ଯ୍ୟକାଳ ସରୁଥିବା ବେଳେ ତାଙ୍କରି ସିଟ୍‌କୁ ଦଳ ଅଶ୍ୱିନୀଙ୍କ ପାଇଁ ଛାଡ଼ିଛି। ଅଚ୍ୟୁତ ସାମନ୍ତଙ୍କ ସିଟ୍‌କୁ ଦଳ ଅମର ପଟ୍ଟନାୟକଙ୍କୁ ଦେଇଛି। ସେହିପରି ପ୍ରତାପ ଦେବଙ୍କ ସିଟ୍‌କୁ ଦଳ ସସ୍ମିତଙ୍କୁ ଦେଇଛି। ସେ ୩ ବର୍ଷ ପାଇଁ ରାଜ୍ୟସଭାକୁ ଯିବେ।

ବିଜେପି ପ୍ରାର୍ଥୀ ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି। ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବ ବୋଲି ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ସ୍ପଷ୍ଟ କରିଛନ୍ତି। ଅଶ୍ୱିନୀ ବୈଷ୍ଣବ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ବ୍ୟକ୍ତିଗତ ସଚିବ ଥିଲେ।

ସୂଚନାଯୋଗ୍ୟ, ସୌମ୍ୟରଞ୍ଜନ ପଟ୍ଟନାୟକ ଓ ପ୍ରତାପ ଦେବ ବିଧାନସଭା ନିର୍ବାଚନ ଜିତିବା ପରେ ସେମାନଙ୍କ ଆସନ ଖାଲି ପଡ଼ିଛି। ସେହିପରି ଅଚ୍ୟୁତ ଲୋକସଭାକୁ ନିର୍ବାଚିତ ହେବା ପରେ ତାଙ୍କ ସିଟ୍ ଖାଲି ପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story