ଅନୁଗୋଳ(ବିରଜା ପ୍ରସାଦ ଦାସ): ଲାଞ୍ଚ ମାଗି ନିଲମ୍ବିତ ହୋଇଛନ୍ତି ଅନୁଗୋଳ ଜିଲ୍ଲା ରେଙ୍ଗାଳି ଡ୍ୟାମ ସାଇଟ ଥାନା ଏଏସଆଇ କାର୍ତ୍ତିକ ବେହେରା । ଏକ ଡ୍ରେନକୁ ନେଇ କିଛି ଦିନ ହେବ ଦୁଇ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା । ଘଟଣାର ସମାଧାନ ନିମନ୍ତେ ସେମାନେ ଥାନାର ଦ୍ୱାରସ୍ଥ ହୋଇଥିଲେ ।
ଏପରିକି ଏନେଇ ଉଭୟ ପକ୍ଷ ଥାନାରେ ଏତଲା ମଧ୍ୟ ଦେଇଥିଲେ। ପରେ କିନ୍ତୁ ସେମାନଙ୍କ ମଧ୍ୟରେ ବୁଝାମଣା ହୋଇଯାଇଥିଲା । ତେବେ ଘଟଣାର ସମାଧାନ ପାଇଁ ଏଏସଆଇ କାର୍ତ୍ତିକ ବେହେରା ଉତ୍କୋଚ ମାଗିଥିବା ଏଏସ୍ଆଇ ଅଭିଯୋଗ ଆଣିଥିଲେ । ଏହି ଘଟଣାରେ ଉତ୍ତର କେନ୍ଦ୍ରାଞ୍ଚଳ IG ନରସିଂହ ଭୋଳ ASI କାର୍ତ୍ତିକ ବେହେରାଙ୍କୁ ନିଲମ୍ବନ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।