ଆସିକାରେ ନିର୍ବାଚନ ପରବର୍ତ୍ତୀ ହିଂସା, ୪ ଗୁରୁତର

ଆସିକା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖା ଦେଇଛି। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ବିରୋଧୀ ଗୋଷ୍ଠୀର ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ କବି ସୂର୍ଯ୍ୟନଗର ଡାକ୍ତରଖାନାରେ ଭର୍ତ୍ତି କରଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ  ବ୍ରହ୍ମପୁର ବଡ଼ ମେଡିକାଲ ଭର୍ତ୍ତି କରାଯାଇଛି।  ଗାଁରେ ଏହି ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ୍‌ ମୁତୟନ କରାଯାଇଛି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

asika

Rakesh Mallick
  • Published: Saturday, 08 April 2017
  • , Updated: 08 April 2017, 12:52 PM IST

Related story