ପ୍ରମିଳା, ପ୍ରସନ୍ନ ଓ ସୁରେଶ କଲେ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସିକା ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋଇ ଆଜି ଛତ୍ରପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରମିଳାଙ୍କ ସାଙ୍ଗରେ ବରିଷ୍ଠ ବିଜେଡି ନେତା ତଥା ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପାଣିଗ୍ରାହୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ଆଜି ସକାଳେ ପ୍ରମିଳା ମନ୍ଦିରରେ ପୂଜାର୍ଚ୍ଚନା କରି ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ।   ବରଗଡ଼ ଲୋକସଭା ଆସନରୁ […]

pramila....

pramila....

Tapaswini Nayak
  • Published: Monday, 25 March 2019
  • Updated: 25 March 2019, 01:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସିକା ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋଇ ଆଜି ଛତ୍ରପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରମିଳାଙ୍କ ସାଙ୍ଗରେ ବରିଷ୍ଠ ବିଜେଡି ନେତା ତଥା ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପାଣିଗ୍ରାହୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ଆଜି ସକାଳେ ପ୍ରମିଳା ମନ୍ଦିରରେ ପୂଜାର୍ଚ୍ଚନା କରି ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ।

ବରଗଡ଼ ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନିଜର ଶତାଧିକ ସମର୍ଥକ ଓ ଦଳୀୟ କର୍ମୀଙ୍କ ସହ ଶୋଭାଯାତ୍ରାରେ ଯାଇ ବରଗଡ଼ ନିର୍ବାଚନ ଅଧିକାରୀଙ୍କ ନିକଟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ସେହିପରି ବିଜେପିରୁ ବରଗଡ଼ ଲୋକସଭା ପ୍ରାର୍ଥୀ ସୁରେଶ ପୂଜାରୀ ମଧ୍ୟ ଶୋଭାଯାତ୍ରାରେ କର୍ମୀଙ୍କ ସହ ଯାଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story