ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାସହ ତାଙ୍କ ଡ୍ରାଇଭର ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ପୂର୍ବରୁ ଦାଶରଥୀଙ୍କ ବ୍ୟକ୍ତିଗତ ସଚିବ ବି କରୋନାରେ ଆକ୍ରାନ୍ତ ହୋଇଥିଲେ। ଏବେ ବିଧାନସଭାର ଶୀତ ଅଧିବେଶ ନ ଚାଲିଛି। ଗତ ୧ ତାରିଖରୁ ଏହା ଆରମ୍ଭ ହୋଇଛି। ତେବେ ଶିକ୍ଷୟିତ୍ରୀ ମମତା ମେହେରଙ୍କ ହତ୍ୟା ମାମଲାକୁ ନେଇ ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହରେ ଅଚଳାବସ୍ଥା ଜାରି ରହିଛି। ଗତକାଲି ସପ୍ତମ […]

assemble

assemble

Tapaswini Nayak
  • Published: Thursday, 09 December 2021
  • Updated: 09 December 2021, 10:39 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାସହ ତାଙ୍କ ଡ୍ରାଇଭର ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ପୂର୍ବରୁ ଦାଶରଥୀଙ୍କ ବ୍ୟକ୍ତିଗତ ସଚିବ ବି କରୋନାରେ ଆକ୍ରାନ୍ତ ହୋଇଥିଲେ।

ଏବେ ବିଧାନସଭାର ଶୀତ ଅଧିବେଶ ନ ଚାଲିଛି। ଗତ ୧ ତାରିଖରୁ ଏହା ଆରମ୍ଭ ହୋଇଛି। ତେବେ ଶିକ୍ଷୟିତ୍ରୀ ମମତା ମେହେରଙ୍କ ହତ୍ୟା ମାମଲାକୁ ନେଇ ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହରେ ଅଚଳାବସ୍ଥା ଜାରି ରହିଛି। ଗତକାଲି ସପ୍ତମ ଦିନରେ ବି ଗୃହ ଚାଲି ପାରି ନଥିଲା।

ଅନ୍ୟପକ୍ଷରେ ଏବେ ବି ପ୍ରତିଦିନ ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪ ଜଣଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ସାରା ବିଶ୍ୱରେ କରୋନା ଭାଇରସ୍‌ର ଓମିକ୍ରନ୍ ଭ୍ୟାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଥିବା ବେଳେ ଓଡ଼ିଶାରେ ଏଯାବତ ଏଥିରେ କେହି ଆକ୍ରାନ୍ତ ହୋଇଥିବା ନେଇ ସୂଚନା ଆସିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story