Advertisment

ବିଧାନସଭା ହେଲା ଶଟଡାଉନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାକୁ ଆଜି ଦିନକ ପାଇଁ ଶଟଡାଉନ୍‌ ଘୋଷଣା କରାଯାଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ ଏପରି ପଦକ୍ଷେପ ନିଆଯାଇଛି। ଶଟଡାଉନ୍‌ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ କରୋନା ବ୍ୟାପିବା ଆଶଙ୍କାରେ ତୁରନ୍ତ ବିଧାନସଭାକୁ ଶଟଡାଉନ୍‌ ଘୋଷଣା କରାଯାଇଛି। ଶନି ଓ ରବିବାର ଶଟଡାଉନ୍‌ ଥିବାରୁ ସୋମବାର ସ୍ଥିତି ଦେଖି ପଦକ୍ଷେପ ନିଆଯିବ ବୋଲି ବାଚସ୍ପତି କହିଛନ୍ତି। […]

ଅଦ୍ୟତନ ହୋଇଛି
ବିଧାନସଭା ହେଲା ଶଟଡାଉନ୍‌

Odisha-assembly-1

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାକୁ ଆଜି ଦିନକ ପାଇଁ ଶଟଡାଉନ୍‌ ଘୋଷଣା କରାଯାଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ ଏପରି ପଦକ୍ଷେପ ନିଆଯାଇଛି। ଶଟଡାଉନ୍‌ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

Advertisment

ସୂଚନାଯୋଗ୍ୟ, ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ କରୋନା ବ୍ୟାପିବା ଆଶଙ୍କାରେ ତୁରନ୍ତ ବିଧାନସଭାକୁ ଶଟଡାଉନ୍‌ ଘୋଷଣା କରାଯାଇଛି। ଶନି ଓ ରବିବାର ଶଟଡାଉନ୍‌ ଥିବାରୁ ସୋମବାର ସ୍ଥିତି ଦେଖି ପଦକ୍ଷେପ ନିଆଯିବ ବୋଲି ବାଚସ୍ପତି କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏକାଥରେ ସର୍ବାଧିକ ୭୫୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଏହି ସଂଖ୍ୟା ୧୧,୯୫୬ରେ ପହଞ୍ଚିଲାଣି। ସେହିପରି କରୋନା ଯୋଗୁ ରାଜ୍ୟରେ ୫୬ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।

Advertisment
Shut Down
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe