୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ ହେବ। ଡିସେମ୍ବର ୧୯ ତାରିଖ ଯାଏ ଶୀତ ଅଧିବେଶନ ଚାଲିବ। ଶୀତ ଅଧିବେଶନରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିବ। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏଥିସହ ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ  ମଧ୍ୟ ଲୋଡ଼ିଛନ୍ତି ମନ୍ତ୍ରୀ ଆରୁଖ।

assembly

assembly

Jyoshna Pradhan
  • Published: Monday, 11 November 2019
  • Updated: 11 November 2019, 02:35 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ ହେବ। ଡିସେମ୍ବର ୧୯ ତାରିଖ ଯାଏ ଶୀତ ଅଧିବେଶନ ଚାଲିବ।

ଶୀତ ଅଧିବେଶନରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିବ। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏଥିସହ ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ  ମଧ୍ୟ ଲୋଡ଼ିଛନ୍ତି ମନ୍ତ୍ରୀ ଆରୁଖ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story