ସେପ୍ଟେମ୍ବର ୭ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: ସେପ୍ଟେମ୍ବର ୭ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୨୧  ଯାଏଁ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୧୦ଟି କାର୍ଯ୍ୟ ଦିବସ ରହିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।