କୁବେର ଦିଦି, ଜବତ ହେଲା ୪ କୋଟି ଟଙ୍କା ସମ୍ପତ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କ ସମ୍ପତ୍ତି ଦେଖି ତାଜୁବ ହୋଇଛି ଭିଜିଲାନ୍ସ। କୁବେର ଅଙ୍ଗନବାଡ଼ି ଦିଦିଙ୍କର ୪ କୋଟିର ସଂପତ୍ତି ଠାବ ହୋଇଛି। ତାଙ୍କର ଭୁବନେଶ୍ୱରରେ ୪ଟି କୋଠା ରହିଛି। ତା’ ଭିତରେ ଗୋଟିଏ ୪ ମହଲା, ଗୋଟିଏ ୩ ମହଲା ଓ ୨ଟି ୨ ମହଲା କୋଠା ରହିଛି। ଭୁବନେଶ୍ୱରରେ ୧୦ଟି ପ୍ଲଟ ସହ ମୋଟ ୧୪ ପ୍ଲଟ ଠାବ ହୋଇଛି। ଜଗତସିଂହପୁର ତଳକୁସୁମାରେ ୩ଟି ଓ ବାଲିଅନ୍ତାରେ […]

anganwari-worker

anganwari-worker

Manoranjan Sial
  • Published: Tuesday, 14 September 2021
  • Updated: 14 September 2021, 09:17 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କ ସମ୍ପତ୍ତି ଦେଖି ତାଜୁବ ହୋଇଛି ଭିଜିଲାନ୍ସ। କୁବେର ଅଙ୍ଗନବାଡ଼ି ଦିଦିଙ୍କର ୪ କୋଟିର ସଂପତ୍ତି ଠାବ ହୋଇଛି। ତାଙ୍କର ଭୁବନେଶ୍ୱରରେ ୪ଟି କୋଠା ରହିଛି। ତା’ ଭିତରେ ଗୋଟିଏ ୪ ମହଲା, ଗୋଟିଏ ୩ ମହଲା ଓ ୨ଟି ୨ ମହଲା କୋଠା ରହିଛି। ଭୁବନେଶ୍ୱରରେ ୧୦ଟି ପ୍ଲଟ ସହ ମୋଟ ୧୪ ପ୍ଲଟ ଠାବ ହୋଇଛି। ଜଗତସିଂହପୁର ତଳକୁସୁମାରେ ୩ଟି ଓ ବାଲିଅନ୍ତାରେ ଗୋଟିଏ ପ୍ଲଟ ମଧ୍ୟ ରହିଛି। ଗୋଟିଏ କାର, ୩ଟି ଦୁଇ ଚକିଆ ଗାଡ଼ି, ୨.୨ ଲକ୍ଷର ବୀମା ଠାବ ହୋଇଛି। ଏହା ବ୍ୟତୀତ ଦିଦିଙ୍କ ଘରୁ ୬ ଲକ୍ଷ ୩୬ ହଜାର ମୂଲ୍ୟର ୨୧୨ ଗ୍ରାମ ସୁନା ମିଳିଛି। ଆଜି ଭିଜିଲାନ୍ସର ୧୦ ଡିଏସ୍‌ପି ଓ ୫ ଇନ୍ସପେର ରେଡ୍‌ କରିଥିଲେ।

ଅଙ୍ଗନବାଡ଼ି ଦିଦି କବିତା ମାଥନଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ ଆସିଥିଲା। ଏହା ପରେ ଭିଜିଲାନ୍ସର ୬ଟି ଟିମ୍‌ ୬ଟି ସ୍ଥାନରେ ଏକ କାଳିନ ଚଢ଼ଉ କରିଥିଲା। ଚଢ଼ଉ ସମୟରେ ଦିଦିଙ୍କ ସମ୍ପତ୍ତି ଦେଖି ତାଜୁବ୍‌ ହୋଇଥିଲା ଭିଜିଲାନ୍ସ। ବର୍ତ୍ତମାନ ସୁଦ୍ଧା ୪ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି।

ସେପଟେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗକୁ ଖଣ୍ଡନ କରିଛନ୍ତି କବିତା। ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ମୋର  ଆୟ ବହିର୍ଭୂତ ସମ୍ପତ୍ତି ନାହିଁ । ମୁଁ ମୋ ଜୀବନରେ ବହୁ କଷ୍ଟ କରି ଉପରକୁ ଉଠିଛି। ମୋ ସ୍ୱାମୀ ଜମି ବେପାର କରନ୍ତି। ତାଙ୍କର ଧୂପ ଓ ଫିନାଇଲ ଫ୍ୟାକ୍ଟ୍ରି ମଧ୍ୟ ଅଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story