ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡକ୍ଟର ସଞ୍ଜୟ ପଣ୍ଡାଙ୍କ ପରଲୋକ

କଟକ(ଓଡ଼ିଶା ରିପୋର୍ଟର): ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡକ୍ଟର ସଞ୍ଜୟ ପଣ୍ଡାଙ୍କ ପରଲୋକ ହୋଇଛି। ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ସେ ଦୀର୍ଘ ଦିନ ଧରି ଲିଭର ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚେନ୍ନାଇ ସ୍ଥାନାନ୍ତରିତ କରାଯାଇଥିଲା। ଆଜି ତାଙ୍କର ଦେହାନ୍ତ ଘଟିଛି। ବରିଷ୍ଠ କର୍କଟ ରୋଗ ବିଶେଷଜ୍ଞ ଡା. ସଞ୍ଜୟ ପଣ୍ଡାଙ୍କ ପରଲୋକ, ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସଞ୍ଜୟଙ୍କ ପରଲୋକ, […]

Dr-sanjay-Panda

Manoranjan Sial
  • Published: Tuesday, 07 September 2021
  • , Updated: 07 September 2021, 09:55 PM IST

କଟକ(ଓଡ଼ିଶା ରିପୋର୍ଟର): ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡକ୍ଟର ସଞ୍ଜୟ ପଣ୍ଡାଙ୍କ ପରଲୋକ ହୋଇଛି। ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ସେ ଦୀର୍ଘ ଦିନ ଧରି ଲିଭର ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚେନ୍ନାଇ ସ୍ଥାନାନ୍ତରିତ କରାଯାଇଥିଲା। ଆଜି ତାଙ୍କର ଦେହାନ୍ତ ଘଟିଛି।

https://twitter.com/OdishaReporter/status/1435270466789416963?s=20

ବରିଷ୍ଠ କର୍କଟ ରୋଗ ବିଶେଷଜ୍ଞ ଡକ୍ଟର କୃପାସିନ୍ଧୁ ପଣ୍ଡାଙ୍କ ବଡ଼ ପୁଅ ହେଉଛନ୍ତି ଡକ୍ଟର ସଞ୍ଜୟ ପଣ୍ଡା। କଟକ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସେ ଆସୋସିଏଟ୍‌ ପ୍ରଫେସର ଭାବରେ କାର୍ଯ୍ୟରତ ଥିଲେ। ସେ ଆଇଏମ୍‌ଏ କଟକ ଶାଖାର ଆଜୀବନ ସଦସ୍ୟ ଥିଲେ। ତାଙ୍କ ପରଲୋକ ଚିକିତ୍ସା ଜଗତ ପାଇଁ ଏକ ଅପୂରଣୀୟ ଵୋଲି ଆଇଏମ୍‌ଏ କୁହାଯାଇଛି।

Related story