ଓଡ଼ିଶା ରସଗୋଲାକୁ ମିଳିଲା ଜିଆଇ ମାନ୍ୟତା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଛି। ଭାରତ ସରକାରଙ୍କ ଜିଆଇ ରେଜିଷ୍ଟ୍ରେସନ ପକ୍ଷରୁ ଏହି ମାନ୍ୟତା ମିଳିଛି। ଜିଆଇ ମାନ୍ୟତା ନେଇ ଚେନ୍ନାଇ ଜିଆଇ ରେଜିଷ୍ଟ୍ରାରଙ୍କ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜିଆଇ ମାନ୍ୟତା ପାଇଁ ୨୦୧୮ରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆବେଦନ  କରାଯାଇଥିଲା। ତଥ୍ୟ ପ୍ରମାଣକୁ ଆଧାର କରି ଓଡ଼ିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଛି। ରସଗୋଲାକୁ ନେଇ ପ.ବଙ୍ଗ ସହ ଲଢ଼େଇରେ ଓଡ଼ିଶାର ବିଜୟ ହୋଇଛି। ସୂଚନାଯୋଗ୍ୟ, ମହାପ୍ରଭୁ […]

sweet

sweet

Jyoshna Pradhan
  • Published: Monday, 29 July 2019
  • Updated: 29 July 2019, 02:29 PM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଛି। ଭାରତ ସରକାରଙ୍କ ଜିଆଇ ରେଜିଷ୍ଟ୍ରେସନ ପକ୍ଷରୁ ଏହି ମାନ୍ୟତା ମିଳିଛି। ଜିଆଇ ମାନ୍ୟତା ନେଇ ଚେନ୍ନାଇ ଜିଆଇ ରେଜିଷ୍ଟ୍ରାରଙ୍କ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜିଆଇ ମାନ୍ୟତା ପାଇଁ ୨୦୧୮ରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆବେଦନ  କରାଯାଇଥିଲା। ତଥ୍ୟ ପ୍ରମାଣକୁ ଆଧାର କରି ଓଡ଼ିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଛି। ରସଗୋଲାକୁ ନେଇ ପ.ବଙ୍ଗ ସହ ଲଢ଼େଇରେ ଓଡ଼ିଶାର ବିଜୟ ହୋଇଛି।

ସୂଚନାଯୋଗ୍ୟ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଭୋଗ ଲାଗୁଥିବା ଏବଂ ଶହଶହ ବର୍ଷ ଧରି ଓଡ଼ିଆଙ୍କ ପ୍ରିୟ ମିଠା ‘ରସଗୋଲା’କୁ ନେଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମଧ୍ୟରେ ବିବାଦ ଲାଗି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos