ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ଆଠଗଡ଼ରେ ୧୨ ଘଣ୍ଟିଆ ବନ୍ଦ

ଆଠଗଡ଼: ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଆଜି କଟକ ଜିଲ୍ଲା ଆଠଗଡ଼ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବିଜେପି ଓ କଂଗ୍ରେସ ସମେତ ବିଭିନ୍ନ ସଂଗଠନ ଏଥିରେ ସାମିଲ ହୋଇଛନ୍ତି। ବିଭିନ୍ନ ସ୍ଥାନରେ କର୍ମୀମାନେ ପିକେଟିଂ କରିବାରୁ ଦୋକାନ ବଜାର ଓ ଯାନବାହନ ବନ୍ଦ ରହିଛି। ସାମ୍ବାଦିକଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ବିଭିନ୍ନ ରାଜନୈତିକ ଦଳ ଓ ସଂଗଠନ।

athagarh

athagarh

Rakesh Mallick
  • Published: Saturday, 19 November 2016
  • Updated: 19 November 2016, 10:44 AM IST

ଆଠଗଡ଼: ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଆଜି କଟକ ଜିଲ୍ଲା ଆଠଗଡ଼ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବିଜେପି ଓ କଂଗ୍ରେସ ସମେତ ବିଭିନ୍ନ ସଂଗଠନ ଏଥିରେ ସାମିଲ ହୋଇଛନ୍ତି। ବିଭିନ୍ନ ସ୍ଥାନରେ କର୍ମୀମାନେ ପିକେଟିଂ କରିବାରୁ ଦୋକାନ ବଜାର ଓ ଯାନବାହନ ବନ୍ଦ ରହିଛି। ସାମ୍ବାଦିକଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ବିଭିନ୍ନ ରାଜନୈତିକ ଦଳ ଓ ସଂଗଠନ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos