ବ୍ରହ୍ମପୁର : ଅର୍ଥ ହେରଫେର ମାମଲାରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ତହସିଲଦାର କିଶୋର କୁମାର ମିଶ୍ରଙ୍କୁ ସରକାର ଚାକିରିରୁ ନିଲମ୍ୱନ କରିଛନ୍ତି । ୨୦୧୧-୧୨ ମସିହାରେ ମରୁଡ଼ି କ୍ଷତିଗସ୍ତ ଚାଷୀଙ୍କ ପାଇଁ ଆସିଥିବା ଅର୍ଥ ହେରଫେର୍ କରିଥିବା ନେଇ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗର ତଦନ୍ତ କରାଯାଇ ସରକାରଙ୍କୁ ରିପୋର୍ଟ ଦିଆଯାଇଥିଲା । ସେହି ରିପୋର୍ଟକୁ ଆଧାର କରି ସରକାର ତାଙ୍କୁ ନିଲମ୍ୱନ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।