ଖୋର୍ଦ୍ଧା (ସଞ୍ଜୀବ କୁମାର ନାୟକ): ପୁଣି ମାତିଲେ ଏଟିଏମ୍ ଲୁଟେରା। ଖୋର୍ଦ୍ଧା ଟାଉନ୍ ଥାନା ଅନ୍ତର୍ଗତ ତୁଳସିପୁର ବଜାର ଉପରେ ଥିବା ଏଟିଏମକୁ ତାଡ଼ି ନେଇଛନ୍ତି ଲୁଟେରା। ତେବେ ଏଟିଏମ୍ରେ କେତେ ଟଙ୍କା ଥିଲା ଏନେଇ କୌଣସି ସ୍ପଷ୍ଟ ଜଣାପଡ଼ି ନାହିଁ।
ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ୍ ଭଙ୍ଗାରୁଜା କରିବା ସହ ଏଟିଏମ୍ ତାଡ଼ି ନେଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
https://youtu.be/9xr1le0R5Cw
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।