ଏଟିଏମ୍‌ରୁ ଲୁଟ୍ ଉଦ୍ୟମ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଯାଁଳା ୟୁକୋ ବ୍ୟାଙ୍କର ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ହୋଇଛି। ଗତକାଲି ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ସଟର୍ ଭାଙ୍ଗି ଭିତରକୁ ପଶିଥିଲେ। ତା’ପରେ ସେମାନେ ଏଟିଏମ୍‌କୁ ଭାଙ୍ଗିଥିଲେ।  ତେବେ ସେମାନେ ଟଙ୍କା ନେବାକୁ ସକ୍ଷମ ହୋଇ ନାହାନ୍ତି ବୋଲି ଜଣାପଡ଼ିଛି। ଯାଁଳା ଫାଣ୍ଡି ପୁଲିସ୍ ପ୍ରାଥମିକ ତଦନ୍ତ କରି ଏଟିଏମ୍‌କୁ ସିଲ୍ କରିଛି। ସିସିଟିଭି ଯାଞ୍ଚ କରିବା ପରେ ଅପରାଧୀଙ୍କ ସମ୍ପର୍କରେ ସୁରାକ୍ ମିଳିପାରିବ ବୋଲି ପୁଲିସ୍ କହିଛି।

atmloot

Jitendra Garnayak
  • Published: Sunday, 16 September 2018
  • , Updated: 16 September 2018, 05:27 AM IST

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଯାଁଳା ୟୁକୋ ବ୍ୟାଙ୍କର ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ହୋଇଛି।

ଗତକାଲି ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ସଟର୍ ଭାଙ୍ଗି ଭିତରକୁ ପଶିଥିଲେ। ତା’ପରେ ସେମାନେ ଏଟିଏମ୍‌କୁ ଭାଙ୍ଗିଥିଲେ।  ତେବେ ସେମାନେ ଟଙ୍କା ନେବାକୁ ସକ୍ଷମ ହୋଇ ନାହାନ୍ତି ବୋଲି ଜଣାପଡ଼ିଛି।

ଯାଁଳା ଫାଣ୍ଡି ପୁଲିସ୍ ପ୍ରାଥମିକ ତଦନ୍ତ କରି ଏଟିଏମ୍‌କୁ ସିଲ୍ କରିଛି। ସିସିଟିଭି ଯାଞ୍ଚ କରିବା ପରେ ଅପରାଧୀଙ୍କ ସମ୍ପର୍କରେ ସୁରାକ୍ ମିଳିପାରିବ ବୋଲି ପୁଲିସ୍ କହିଛି।

Related story