ମଦ ବିକ୍ରିକୁ ବିରୋଧ କରିବାରୁ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ(ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଗାଁରେ ମଦ ବିକ୍ରି ଚାଲିଥିବା ବେଳେ କିଛି ଲୋକ ଏହାକୁ ବିରୋଧ କରିଥିଲେ। ଏହାକୁ ନେଇ […]

777777777777777

777777777777777

Tapaswini Nayak
  • Published: Saturday, 04 July 2020
  • Updated: 04 July 2020, 09:24 AM IST

Sports

Latest News

ଖଲ୍ଲିକୋଟ(ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଗାଁରେ ମଦ ବିକ୍ରି ଚାଲିଥିବା ବେଳେ କିଛି ଲୋକ ଏହାକୁ ବିରୋଧ କରିଥିଲେ। ଏହାକୁ ନେଇ ମଦ ବେପାରୀଙ୍କ କିଛି ସହଯୋଗୀ ବିରୋଧ କରୁଥିବା ଗୋଷ୍ଠୀଙ୍କ ଉପରକୁ ଖଣ୍ଡାରେ ଆକ୍ରମଣ କରିଥିଲେ । ଏଥିରେ ଉଭୟ ଗୋଷ୍ଠୀର ୬ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ଖଲ୍ଲିକୋଟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଦୁଇ ଜଣଙ୍କୁ ଅଟକ ରଖିଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଉପୁଜିବା ପାଇଁ ଗାଁରେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story