ରାଜଧାନୀରେ ନିର୍ବାଚନୀ ହିଂସା: ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କୁ ଆକ୍ରମଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜଧାନୀରେ ନିର୍ବାଚନୀ ହିଂସା । ଆଜି ଗୋଟିଏ ଦିନରେ ଦୁଇ ଦୁଇଟି ଆକ୍ରମଣ । ଆଜି ସନ୍ଧ୍ୟାରେ ଭୁବନେଶ୍ୱର ମଧ୍ୟ ଆସନର ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ ବୋମା ମାଡ଼ ହୋଇଥିବା ବେଳେ ବିଜେଡିର ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଗାଡ଼ି ଉପରକୁ ହୋଇଛି ଆକ୍ରମଣ ।

ଆଜି ନିର୍ବାଚନୀ ପ୍ରଚାର ସାରି ଫେରୁଥିବା ବେଳେ ଝାରପଡ଼ା କେନାଲ ରୋଡ଼ ନିକଟରେ ଅନନ୍ତଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ । ଦୁର୍ବୃତ୍ତମାନେ ଅନନ୍ତଙ୍କ ଗାଡ଼ିକୁ ଅଟକାଇବା ସହ ତାଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ଅନନ୍ତ ଗୁରୁତର ହୋଇଛନ୍ତି । ତାଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ

କୌଣସି ମୁହୂର୍ତ୍ତରେ ଯାଇପାରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ପଦ

ଭାରତ ପରେ ଭୁଟାନର ପୂର୍ବ ସୀମାକୁ ନିଜର ବୋଲି ଦାବି କଲା ବେଜିଂ

ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା

ରେକର୍ଡ ସଂଖ୍ୟକ ପଜିଟିଭ ସହ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ପାର

ନବ ଦିନାତ୍ମକ ଯାତ୍ରା ଶେଷ କରି ନୀଳକନ୍ଦରକୁ ବାହୁଡ଼ିଲେ ଶ୍ରୀଜିଉ

ନିର୍ଦ୍ଦେଶକୁ ୫ବର୍ଷ ବିତିଲା, ୭୭ % ସ୍କୁଲରେ ନାହିଁ ଖେଳପଡ଼ିଆ

ଜାମିନ୍‌ ପାଇଁ ହସ୍ପିଟାଲକୁ ମାସ୍କ ଓ ସାନିଟାଇଜର ଦେଲେ ଦୁଇ ଅଭିଯୁକ୍ତ

ସମସ୍ତଙ୍କ ସ୍ୱାବ୍ ପରୀକ୍ଷା ଦାବି କଲା କଂଗ୍ରେସ

ସୁସ୍ଥ ହେଲେ ୨୨୯ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ମହଙ୍ଗା ପଡ଼ିଲା ବାହାଘର ମଉଜ, ୫୦ ହଜାର ଜୋରିମାନା  

ଧୋକ୍କା ଦେଲେ ସହଯୋଗୀ, ଚାଲିଗଲା ଡିଏସପିଙ୍କ ଜୀବନ