Advertisment

ରାଜଧାନୀରେ ନିର୍ବାଚନୀ ହିଂସା: ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କୁ ଆକ୍ରମଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜଧାନୀରେ ନିର୍ବାଚନୀ ହିଂସା । ଆଜି ଗୋଟିଏ ଦିନରେ ଦୁଇ ଦୁଇଟି ଆକ୍ରମଣ । ଆଜି ସନ୍ଧ୍ୟାରେ ଭୁବନେଶ୍ୱର ମଧ୍ୟ ଆସନର ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ ବୋମା ମାଡ଼ ହୋଇଥିବା ବେଳେ ବିଜେଡିର ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଗାଡ଼ି ଉପରକୁ ହୋଇଛି ଆକ୍ରମଣ । ଆଜି ନିର୍ବାଚନୀ ପ୍ରଚାର ସାରି ଫେରୁଥିବା ବେଳେ ଝାରପଡ଼ା କେନାଲ ରୋଡ଼ ନିକଟରେ ଅନନ୍ତଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ । […]

ଅଦ୍ୟତନ ହୋଇଛି
ରାଜଧାନୀରେ ନିର୍ବାଚନୀ ହିଂସା: ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କୁ ଆକ୍ରମଣ

tro

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜଧାନୀରେ ନିର୍ବାଚନୀ ହିଂସା । ଆଜି ଗୋଟିଏ ଦିନରେ ଦୁଇ ଦୁଇଟି ଆକ୍ରମଣ । ଆଜି ସନ୍ଧ୍ୟାରେ ଭୁବନେଶ୍ୱର ମଧ୍ୟ ଆସନର ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ ବୋମା ମାଡ଼ ହୋଇଥିବା ବେଳେ ବିଜେଡିର ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଗାଡ଼ି ଉପରକୁ ହୋଇଛି ଆକ୍ରମଣ ।

Advertisment

publive-imageଆଜି ନିର୍ବାଚନୀ ପ୍ରଚାର ସାରି ଫେରୁଥିବା ବେଳେ ଝାରପଡ଼ା କେନାଲ ରୋଡ଼ ନିକଟରେ ଅନନ୍ତଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ । ଦୁର୍ବୃତ୍ତମାନେ ଅନନ୍ତଙ୍କ ଗାଡ଼ିକୁ ଅଟକାଇବା ସହ ତାଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ଅନନ୍ତ ଗୁରୁତର ହୋଇଛନ୍ତି । ତାଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe