ବିଜେଡି ଛାତ୍ର ନେତାଙ୍କୁ ଆକ୍ରମଣ ଘଟଣାରେ ୭ ଗିରଫ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ବିଜେଡି ଛାତ୍ର ନେତାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ନାବାଳକ ଅଛନ୍ତି। ଏହି ଘଟଣାରେ ସମୁଦାୟ ୭ଜଣଙ୍କୁ ଗିରଫ କରାଯାଇଥିବା ଏବଂ ୩ଟି ଗାଡ଼ି ଜବତ ହୋଇଥିବା ଭୁବନେଶ୍ୱର ଡିସିପିଙ୍କ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଅନ୍ୟମାନଙ୍କୁ ଧରିବା ପାଇଁ ପୁଲିସ୍‌ ଖୋଳତାଡ ଜାରି ରଖିଛି। ସୂଚନାଯୋଗ୍ୟ, ଗତ ଶନିବାର ୟୁନିଟ ୯ ଅଞ୍ଚଳରେ ବିଜେଡି ଛାତ୍ର ନେତା ପି. ଆକାଶ […]

hathkadi,,000000

hathkadi,,000000

Tapaswini Nayak
  • Published: Monday, 17 February 2020
  • Updated: 17 February 2020, 11:25 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ବିଜେଡି ଛାତ୍ର ନେତାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ନାବାଳକ ଅଛନ୍ତି। ଏହି ଘଟଣାରେ ସମୁଦାୟ ୭ଜଣଙ୍କୁ ଗିରଫ କରାଯାଇଥିବା ଏବଂ ୩ଟି ଗାଡ଼ି ଜବତ ହୋଇଥିବା ଭୁବନେଶ୍ୱର ଡିସିପିଙ୍କ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଅନ୍ୟମାନଙ୍କୁ ଧରିବା ପାଇଁ ପୁଲିସ୍‌ ଖୋଳତାଡ ଜାରି ରଖିଛି।

ସୂଚନାଯୋଗ୍ୟ, ଗତ ଶନିବାର ୟୁନିଟ ୯ ଅଞ୍ଚଳରେ ବିଜେଡି ଛାତ୍ର ନେତା ପି. ଆକାଶ ଦୋରାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ନିଜ ଘର ପାଖରେ ବସିଥିବା ବେଳେ ୨୫ରୁ ୩୦ ଜଣ ଯୁବକ ତାଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। ଏବେ ସେ ଭୁବନେଶ୍ୱରର ଘରୋଇ ମେଡିକାଲରେ ଚିକିତ୍ସିତ ଅଛନ୍ତି। ଆକ୍ରମଣ ପଛରେ ରାଜନୈତିକ ଆକ୍ରୋଶ ଥାଇପାରେ ବୋଲି ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story