ଜୁଲାଇରେ ଖଣି ନିଲାମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଜୁଲାଇ ମାସ ସୁଦ୍ଧା ୫/୧୦ଟି ଖଣି ନିଲାମ ହେବ। ଏହା କହିଛନ୍ତି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ।  ୨୦୨୦ ସୁଦ୍ଧା ୨୪ଟି ଖଣି ବନ୍ଦ ହେବାର ଅଛି ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।  ଶିଳ୍ପ ସଂସ୍ଥାକୁ ଯେମିତି କଞ୍ଚାମାଲ ଅଭାବ ନପଡ଼ିବ ତାପାଇଁ ମଧ୍ୟ ସରକାର ବ୍ୟବସ୍ଥା କରିବେ। ଏବେ ୩୬ଟି ଖଣି ନିଲାମ ପାଇଁ ପ୍ରସ୍ତୁତ ହୋଇ ରହିଛି। ଜୁଲାଇ ସୁଦ୍ଧା ୩୬ ଭିତରୁ ୫/୧୦ଟିକୁ ନିଲାମ କରାଯିବ ବୋଲି ଖଣି ମନ୍ତ୍ରୀ […]

760-

760-

Tapas Behera
  • Published: Saturday, 29 June 2019
  • Updated: 29 June 2019, 03:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଜୁଲାଇ ମାସ ସୁଦ୍ଧା ୫/୧୦ଟି ଖଣି ନିଲାମ ହେବ। ଏହା କହିଛନ୍ତି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ।  ୨୦୨୦ ସୁଦ୍ଧା ୨୪ଟି ଖଣି ବନ୍ଦ ହେବାର ଅଛି ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।  ଶିଳ୍ପ ସଂସ୍ଥାକୁ ଯେମିତି କଞ୍ଚାମାଲ ଅଭାବ ନପଡ଼ିବ ତାପାଇଁ ମଧ୍ୟ ସରକାର ବ୍ୟବସ୍ଥା କରିବେ। ଏବେ ୩୬ଟି ଖଣି ନିଲାମ ପାଇଁ ପ୍ରସ୍ତୁତ ହୋଇ ରହିଛି।

ଜୁଲାଇ ସୁଦ୍ଧା ୩୬ ଭିତରୁ ୫/୧୦ଟିକୁ ନିଲାମ କରାଯିବ ବୋଲି ଖଣି ମନ୍ତ୍ରୀ ସୂଚନା ଦେଇଛନ୍ତି।  କୋଇଲା ରୟାଲିଟି ବୃଦ୍ଧି ପାଇଁ ବାରମ୍ବାର ଦାବି ସତ୍ତ୍ୱେ କେନ୍ଦ୍ର ବଢ଼ଉନି।

ତେଣୁ ଓଡ଼ିଶା ବିପୁଳ ରାଜସ୍ୱ ହରାଉଛି ବୋଲି ସେ ଅଭିଯୋଗ କରିଛନ୍ତି। ଭୁବନେଶ୍ୱର-ସୁକିନ୍ଦା ଚାରର ମାଇନିଂ ଇଞ୍ଜିନିୟର୍ସ ଆସୋସିଏସନ ତରଫରୁ ଏକ ଆଲୋଚନା ଚକ୍ର ରାଜଧାନୀରେ ଅନୁଷ୍ଠିତ ହୋଇଥିଲା।  ଏଥିରେ ରେସପନସିବଲ ମାଇନିଂର ଭବିଷ୍ୟତକିୁ ନେଇ ଆଲୋଚନା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story