ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଜୁଲାଇ ମାସ ସୁଦ୍ଧା ୫/୧୦ଟି ଖଣି ନିଲାମ ହେବ। ଏହା କହିଛନ୍ତି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ୨୦୨୦ ସୁଦ୍ଧା ୨୪ଟି ଖଣି ବନ୍ଦ ହେବାର ଅଛି ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି। ଶିଳ୍ପ ସଂସ୍ଥାକୁ ଯେମିତି କଞ୍ଚାମାଲ ଅଭାବ ନପଡ଼ିବ ତାପାଇଁ ମଧ୍ୟ ସରକାର ବ୍ୟବସ୍ଥା କରିବେ। ଏବେ ୩୬ଟି ଖଣି ନିଲାମ ପାଇଁ ପ୍ରସ୍ତୁତ ହୋଇ ରହିଛି।
ଜୁଲାଇ ସୁଦ୍ଧା ୩୬ ଭିତରୁ ୫/୧୦ଟିକୁ ନିଲାମ କରାଯିବ ବୋଲି ଖଣି ମନ୍ତ୍ରୀ ସୂଚନା ଦେଇଛନ୍ତି। କୋଇଲା ରୟାଲିଟି ବୃଦ୍ଧି ପାଇଁ ବାରମ୍ବାର ଦାବି ସତ୍ତ୍ୱେ କେନ୍ଦ୍ର ବଢ଼ଉନି।
ତେଣୁ ଓଡ଼ିଶା ବିପୁଳ ରାଜସ୍ୱ ହରାଉଛି ବୋଲି ସେ ଅଭିଯୋଗ କରିଛନ୍ତି। ଭୁବନେଶ୍ୱର-ସୁକିନ୍ଦା ଚାରର ମାଇନିଂ ଇଞ୍ଜିନିୟର୍ସ ଆସୋସିଏସନ ତରଫରୁ ଏକ ଆଲୋଚନା ଚକ୍ର ରାଜଧାନୀରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରେସପନସିବଲ ମାଇନିଂର ଭବିଷ୍ୟତକିୁ ନେଇ ଆଲୋଚନା ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।