ଅଟୋକୁ ଧକ୍କା ଦେଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ବାଇପାସ୍ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋକୁ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ମିଳିନାହିଁ। ଆଜି ସକାଳେ ଅଟୋଟି ଯାତ୍ରୀଙ୍କୁ ନେଇ ବୌଦ୍ଧରୁ ବଘିଆପଡ଼ା ଆସୁଥିଲା। ବାଇପାସ ନିକଟରେ  ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଅଟୋକୁ ଧକ୍କା […]

accident

accident

Tapaswini Nayak
  • Published: Saturday, 04 June 2022
  • Updated: 04 June 2022, 12:12 PM IST

Sports

Latest News

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ବାଇପାସ୍ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋକୁ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ମିଳିନାହିଁ।

ଆଜି ସକାଳେ ଅଟୋଟି ଯାତ୍ରୀଙ୍କୁ ନେଇ ବୌଦ୍ଧରୁ ବଘିଆପଡ଼ା ଆସୁଥିଲା। ବାଇପାସ ନିକଟରେ  ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଅଟୋକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ବାଇପାସ୍ ନିକଟରେ ରାସ୍ତା ଅବରୋଧ କରିଛନ୍ତି। ରାସ୍ତା ଅବରୋଧ ଯୋଗୁ ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଛି। ବାଇପାସ ନିକଟରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଟ୍ରାଫିକ ବ୍ୟବସ୍ଥା ପାଇଁ  ଲୋକେ ଦାବି କରିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ଦୁର୍ଘଟଣା ପରେ ଟ୍ୟାଙ୍କରଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story