ପରୀକ୍ଷା ଦେଇ ଫେରୁଥିଲେ, ଓଲଟି ପଡ଼ିଲା ଅଟୋ

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଜୁନାପାଣି ଗାଁ ନିକଟରେ ସ୍କୁଲ ଅଟୋ ଓଲଟି ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୭ ଜଣ ଛାତ୍ରୀ ଥିବା ବେଳେ ଜଣେ ଛାତ୍ର ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ତିନି ଜଣ ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନା ଅନୁସାରେ, ଗତକାଲି ତେଲନଦୀ ଆଶ୍ରମ ବିଦ୍ୟାଳୟର ୮ ଜଣ ଛାତ୍ରଛାତ୍ରୀ ମ୍ୟାଟ୍ରିକ ପରୀକ୍ଷା ଦେବା […]

accident0

accident0

Tapaswini Nayak
  • Published: Saturday, 29 February 2020
  • Updated: 29 February 2020, 12:07 PM IST

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଜୁନାପାଣି ଗାଁ ନିକଟରେ ସ୍କୁଲ ଅଟୋ ଓଲଟି ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୭ ଜଣ ଛାତ୍ରୀ ଥିବା ବେଳେ ଜଣେ ଛାତ୍ର ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ତିନି ଜଣ ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନା ଅନୁସାରେ, ଗତକାଲି ତେଲନଦୀ ଆଶ୍ରମ ବିଦ୍ୟାଳୟର ୮ ଜଣ ଛାତ୍ରଛାତ୍ରୀ ମ୍ୟାଟ୍ରିକ ପରୀକ୍ଷା ଦେବା ପାଇଁ ଏକ ଅଟୋ ଯୋଗେ ଝରିଗାଁ ନୋଡ଼ାଲ ହାଇସ୍କୁଲ ପରୀକ୍ଷା କେନ୍ଦ୍ରକୁ ଯାଇଥିଲେ। ପରୀକ୍ଷା ଦେଇ ସେମାନେ ଅପରାହ୍ନ ପ୍ରାୟ ୪ଟାରେ ଅଟୋରେ ଫେରୁଥିବା ବେଳେ ଜୁନାପାଣି ଗାଁ ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।  

ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଫେରାର ହୋଇଯାଇଛି। ପୁଲିସ୍ ଅଟୋକୁ ଜବତ କରି  ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story