ଆୟୁଷ ନିର୍ଦ୍ଦେଶକ ବିଭୂପ୍ରସାଦ ଷଡ଼ଙ୍ଗୀ ନିଲମ୍ବିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିଜ ସହକର୍ମୀଙ୍କୁ ଯୌନ ନିର୍ଯାତନା ଦେବା ଆୟୁଷ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ବିଭୂପ୍ରସାଦ ଷଡ଼ଙ୍ଗୀଙ୍କୁ ପୁଣି ମହଙ୍ଗା ପଡ଼ିଛି। ରାଜ୍ୟ ସରକାର ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଶ୍ରୀ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ଆଜି ନିଲମ୍ବନ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବୁଧବାର ଶ୍ରୀ ଷଡ଼ଙ୍ଗୀଙ୍କୁ ଚାକିରିରୁ  ସରକାରୀ ଚାକିରିରୁ ନିଲମ୍ବନ କରିଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କ ନାଁରେ ଭୁବନେଶ୍ୱର ମହିଳା ଥାନାରେ ପୀଡ଼ିତା  ଯୁବତୀ ଅଭିଯୋଗ କରିବା […]

ayus-directer

ayus-directer

Manoranjan Sial
  • Published: Wednesday, 22 July 2020
  • Updated: 22 July 2020, 08:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିଜ ସହକର୍ମୀଙ୍କୁ ଯୌନ ନିର୍ଯାତନା ଦେବା ଆୟୁଷ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ବିଭୂପ୍ରସାଦ ଷଡ଼ଙ୍ଗୀଙ୍କୁ ପୁଣି ମହଙ୍ଗା ପଡ଼ିଛି। ରାଜ୍ୟ ସରକାର ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଶ୍ରୀ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ଆଜି ନିଲମ୍ବନ କରିଛନ୍ତି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବୁଧବାର ଶ୍ରୀ ଷଡ଼ଙ୍ଗୀଙ୍କୁ ଚାକିରିରୁ  ସରକାରୀ ଚାକିରିରୁ ନିଲମ୍ବନ କରିଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କ ନାଁରେ ଭୁବନେଶ୍ୱର ମହିଳା ଥାନାରେ ପୀଡ଼ିତା  ଯୁବତୀ ଅଭିଯୋଗ କରିବା ପରେ ତାଙ୍କୁ ପୁଲିସ ଜୁଲାଇ ୯ ଗିରଫ କରିଥିଲା। ପରେ ଅତିରିକ୍ତ ଜିଲ୍ଲା ସେସନ୍ ଜଜ୍ ତାଙ୍କୁ ୧୦ହଜାର ଟଙ୍କା ଓ ୨ଜଣଙ୍କ ମୁଚାଲିକାରେ ତାଙ୍କୁ ଜାମିନ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ, ଶ୍ରୀ ଷଡ଼ଙ୍ଗୀ ଦୀର୍ଘମାସ ଧରି ଯୌନ ନିର୍ଯାତନା ଦେଉଥିବା ନେଇ ଜଣେ ମହିଳା ଚୁକ୍ତିଭିତ୍ତିକ କର୍ମଚାରୀ ପୁଲିସରେ ଅଭିଯୋଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story