ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିଜ ସହକର୍ମୀଙ୍କୁ ଯୌନ ନିର୍ଯାତନା ଦେବା ଆୟୁଷ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ବିଭୂପ୍ରସାଦ ଷଡ଼ଙ୍ଗୀଙ୍କୁ ପୁଣି ମହଙ୍ଗା ପଡ଼ିଛି। ରାଜ୍ୟ ସରକାର ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଶ୍ରୀ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ଆଜି ନିଲମ୍ବନ କରିଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବୁଧବାର ଶ୍ରୀ ଷଡ଼ଙ୍ଗୀଙ୍କୁ ଚାକିରିରୁ ସରକାରୀ ଚାକିରିରୁ ନିଲମ୍ବନ କରିଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କ ନାଁରେ ଭୁବନେଶ୍ୱର ମହିଳା ଥାନାରେ ପୀଡ଼ିତା ଯୁବତୀ ଅଭିଯୋଗ କରିବା ପରେ ତାଙ୍କୁ ପୁଲିସ ଜୁଲାଇ ୯ ଗିରଫ କରିଥିଲା। ପରେ ଅତିରିକ୍ତ ଜିଲ୍ଲା ସେସନ୍ ଜଜ୍ ତାଙ୍କୁ ୧୦ହଜାର ଟଙ୍କା ଓ ୨ଜଣଙ୍କ ମୁଚାଲିକାରେ ତାଙ୍କୁ ଜାମିନ ପ୍ରଦାନ କରିଥିଲେ।
ସୂଚନାଯୋଗ୍ୟ, ଶ୍ରୀ ଷଡ଼ଙ୍ଗୀ ଦୀର୍ଘମାସ ଧରି ଯୌନ ନିର୍ଯାତନା ଦେଉଥିବା ନେଇ ଜଣେ ମହିଳା ଚୁକ୍ତିଭିତ୍ତିକ କର୍ମଚାରୀ ପୁଲିସରେ ଅଭିଯୋଗ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।