ଚଳଚଞ୍ଚଳ ବାବା ଧବଳେଶ୍ୱର ପୀଠ

ଆଠଗଡ଼(ନୀଳକଣ୍ଠ ଦୋରା): ଆଜି ହେଉଛି ମହା କାର୍ତ୍ତିକ ମାସର ଚତୁର୍ଥ ସୋମବାର। ଆସନ୍ତା ସୋମବାର ପଡ଼ିବ ବାବା ଧବଳେଶ୍ୱରଙ୍କ ବଡ଼ଓଷା। ସେଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୀଠ। ଆଜି ରାତି ୩ ଟାରୁ ବାବା ଧବଳେଶ୍ୱରଙ୍କ ଦ୍ୱାର ଫିଟା ଯାଇଥିଲା। ପରେ ବାବାଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଇଥିଲା। ସମସ୍ତ ନୀତି ସମାପନ ହେବା ପରେ ଭୋର ୪ ଟାରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ବାବାଙ୍କୁ ଦର୍ଶନ କରିଥିଲେ। […]

dhabalaswar

dhabalaswar

Manoranjan Sial
  • Published: Monday, 04 November 2019
  • Updated: 04 November 2019, 04:20 PM IST

Sports

Latest News

ଆଠଗଡ଼(ନୀଳକଣ୍ଠ ଦୋରା): ଆଜି ହେଉଛି ମହା କାର୍ତ୍ତିକ ମାସର ଚତୁର୍ଥ ସୋମବାର। ଆସନ୍ତା ସୋମବାର ପଡ଼ିବ ବାବା ଧବଳେଶ୍ୱରଙ୍କ ବଡ଼ଓଷା। ସେଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୀଠ।

ଆଜି ରାତି ୩ ଟାରୁ ବାବା ଧବଳେଶ୍ୱରଙ୍କ ଦ୍ୱାର ଫିଟା ଯାଇଥିଲା। ପରେ ବାବାଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଇଥିଲା। ସମସ୍ତ ନୀତି ସମାପନ ହେବା ପରେ ଭୋର ୪ ଟାରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ବାବାଙ୍କୁ ଦର୍ଶନ କରିଥିଲେ। ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଝୁଲାପୋଲରେ ଭିଡ଼ ରୋକିବା ପାଇଁ  ବ୍ୟାପକ ପୁଲିସ ମୁତୟନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story