ଆଠଗଡ଼(ନୀଳକଣ୍ଠ ଦୋରା): ଆଜି ହେଉଛି ମହା କାର୍ତ୍ତିକ ମାସର ଚତୁର୍ଥ ସୋମବାର। ଆସନ୍ତା ସୋମବାର ପଡ଼ିବ ବାବା ଧବଳେଶ୍ୱରଙ୍କ ବଡ଼ଓଷା। ସେଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୀଠ।
ଆଜି ରାତି ୩ ଟାରୁ ବାବା ଧବଳେଶ୍ୱରଙ୍କ ଦ୍ୱାର ଫିଟା ଯାଇଥିଲା। ପରେ ବାବାଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଇଥିଲା। ସମସ୍ତ ନୀତି ସମାପନ ହେବା ପରେ ଭୋର ୪ ଟାରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ବାବାଙ୍କୁ ଦର୍ଶନ କରିଥିଲେ। ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଝୁଲାପୋଲରେ ଭିଡ଼ ରୋକିବା ପାଇଁ ବ୍ୟାପକ ପୁଲିସ ମୁତୟନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି; କିଛି ଗଲେ, କିଛି ଆସିଲେ
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।