ବାବୁକୁ ପୁଲିସ୍‌ ମାରିଲା ଗୁଳି

ପଟ୍ଟାମୁଣ୍ଡାଇ (ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ପାଖ କୁରୁଣ୍ଟି ଛକରେ ପୁଲିସ୍‌ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଂଜୟ ବିଶ୍ୱାଳ ଓରଫ୍ ବାବୁ ଗୁରୁତର ଆହତ ହୋଇଛି। ତାର ବାମ ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ ରାଜନଗର ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି କଣ୍ଡିରା ଗ୍ରାମରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ସଂଜୟ ମୁଖ୍ୟ ଅଭିଯୁକ୍ତ ଥିଲା। ପୁଲିସ୍‌ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଗତକାଲି ରାତିରେ ବାବୁ […]

encounter

encounter

Jitendra Garnayak
  • Published: Tuesday, 22 January 2019
  • Updated: 22 January 2019, 07:42 AM IST

Sports

Latest News

ପଟ୍ଟାମୁଣ୍ଡାଇ (ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ପାଖ କୁରୁଣ୍ଟି ଛକରେ ପୁଲିସ୍‌ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଂଜୟ ବିଶ୍ୱାଳ ଓରଫ୍ ବାବୁ ଗୁରୁତର ଆହତ ହୋଇଛି। ତାର ବାମ ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ ରାଜନଗର ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି କଣ୍ଡିରା ଗ୍ରାମରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ସଂଜୟ ମୁଖ୍ୟ ଅଭିଯୁକ୍ତ ଥିଲା। ପୁଲିସ୍‌ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା।

ଗତକାଲି ରାତିରେ ବାବୁ ଖସି ପଳାଉ ଥିବା ବେଳେ ରାଜନଗର ଏସଡିପିଓଙ୍କ ନେତୃତ୍ୱରେ ଗଠିତ ସ୍ୱତନ୍ତ୍ର ଟିମ୍ ତାକୁ ରାଜନଗର-ଗୁପ୍ତିରୋଡ୍‌ର କୁରୁଣ୍ଟି ଛକରେ ଏନକାଉଣ୍ଟର କରିଥିଲା।

ବାବୁ ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ହତ୍ୟା, ରାହାଜାନୀ ଭଳି ୧୦ରୁ ଊର୍ଦ୍ଧ୍ୱ ମାମଲା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story