ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କଟକଣା ଭାଙ୍ଗି ସସ୍ପେଣ୍ଡ ହେଲେ ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନା। ଡିଜିପି ଅଭୟ ଏହି ଘଟଣାକୁ ଅତି ଗୁରୁତ୍ୱ ଦେଇ ଆଇଆଇସି ଦୀପକଙ୍କୁ ସସପେଣ୍ଡ କରିଛନ୍ତି। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହାସହ ପୁରୀ ସିଂହଦ୍ୱାର ଥାନାରେ ଏକ ମାମଲା ମଧ୍ୟ ରୁଜୁ କରାଯାଇ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।
ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗିଥିବା ବେଳେ ଗତକାଲି ଆଇଆଇସି ଦୀପକ କୁମାର ଜେନା ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଡ୍ୟୁଟିରେ ଥିବା ହାବିଲଦାରଙ୍କ ବାରଣ ସତ୍ତ୍ୱେ ପୂରା ପରିବାର ସହ ଦକ୍ଷିଣ ଦ୍ୱାର ଦେଇ ସେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।