ଭୁବନେଶ୍ୱର:ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ସରକାର ଆଜି ମହଙ୍ଗା ଭତ୍ତାରେ ୬ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହାକୁ ଗତ ଜାନୁଆରୀ ପହିଲାରୁ ପିଛିଲାଭାବେ ଲାଗୁ କରାଯିବ ।
ମହାଙ୍ଗା ଭତ୍ତା ବୃଦ୍ଧି ଫଳରେ ରାଜ୍ୟର ମୋଟ ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ । ଆଜିର ଏହି ୬ ପ୍ରତିଶତ ଡିଏ ବୃଦ୍ଧି ଘୋଷଣା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ପରିମାଣ ସେମାନଙ୍କ ମୂଳ ଦରମା ଓ ଗ୍ରେଡ-ପେର ୧୧୩ ପ୍ରତିଶତରେ ପହଞ୍ଚିଛି।
ଏହାଦ୍ୱାରା ରାଜ୍ୟ ରାଜକୋଷ ଉପରେ ବର୍ଷକୁ ଅଧିକ ୪୫୫ ଟଙ୍କାର ଅତିରିକ୍ତ ବୋଝ ପଡିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।