୨୫ରୁ ବଢିବ ରାଜ୍ୟରେ ବର୍ଷାର ପରିମାଣ

ଭୁବନେଶ୍ୱର: ସାରା ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁର ପ୍ରଭାବରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଏକ ଟ୍ରାପ୍‌ଲାଇନ୍‌ ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ। ସେ କହିଛନ୍ତି, “ତେଲେଙ୍ଗାନା ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢିବାର ସମ୍ଭାବନା ରହିଛି। ଏଭଳି ପାଗ ୨ରୁ ୩ ଦିନ ପର୍ଯ୍ୟନ୍ତ ଲାଗି […]

rain fall

rain fall

Rakesh Mallick
  • Published: Sunday, 19 June 2016
  • Updated: 19 June 2016, 09:45 PM IST

Sports

Latest News

ଭୁବନେଶ୍ୱର: ସାରା ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁର ପ୍ରଭାବରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଏକ ଟ୍ରାପ୍‌ଲାଇନ୍‌ ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ।

ସେ କହିଛନ୍ତି, “ତେଲେଙ୍ଗାନା ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢିବାର ସମ୍ଭାବନା ରହିଛି। ଏଭଳି ପାଗ ୨ରୁ ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ। ୨୫ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବାରେ ସମ୍ଭାବନା ରହିଛି। ଜୁନ୍‌୧ରୁ ବର୍ତ୍ତମାନ ସୁଦ୍ଧା ୨୫ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos