ବଗଲା ଧର୍ମଶାଳା ମାମଲା: ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ଜବାବ ତଲକ କଲେ ହାଇକୋର୍ଟ। ବଗଲା ଧର୍ମଶାଳା ଜମିରେ ଜଗନ୍ନାଥଙ୍କ ସତ୍ତ୍ୱ ନେଇ ଜବାବ ମାଗିଲେ ହାଇକୋର୍ଟ। ନଭେମ୍ବର ୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି। ଅନ୍ୟ ଦାୟର ମାମଲା ସହ ଏକାଠି ଶୁଣାଣି କରିବେ ହାଇକୋର୍ଟ। ସୂଚନାଯୋଗ୍ୟ, ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ବିଜେପି ମୁଖପାତ୍ର ସମ୍ବିତ ପାତ୍ର ହାଇକୋର୍ଟରେ […]

bagala

bagala

Ranjit Kumar Jena
  • Published: Thursday, 15 October 2020
  • Updated: 15 October 2020, 02:47 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ଜବାବ ତଲକ କଲେ ହାଇକୋର୍ଟ। ବଗଲା ଧର୍ମଶାଳା ଜମିରେ ଜଗନ୍ନାଥଙ୍କ ସତ୍ତ୍ୱ ନେଇ ଜବାବ ମାଗିଲେ ହାଇକୋର୍ଟ।

ନଭେମ୍ବର ୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି। ଅନ୍ୟ ଦାୟର ମାମଲା ସହ ଏକାଠି ଶୁଣାଣି କରିବେ ହାଇକୋର୍ଟ। ସୂଚନାଯୋଗ୍ୟ, ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ବିଜେପି ମୁଖପାତ୍ର ସମ୍ବିତ ପାତ୍ର ହାଇକୋର୍ଟରେ ମାମଲା କରିଥିଲେ।

ସୂଚନା ଅନୁସାରେ ପୁରୀ ବଳଗଣ୍ଡି ମୌଜାରେ ବଡ଼ଦାଣ୍ଡରେ ଦଣ୍ଡାୟମାନ ଏହି ପୁରାତନ ଧର୍ମଶାଳାକୁ ୧୯୦୫ ମସିହାରେ କହ୍ନେୟାଲାଲ ବଗଲା ନାମକ ଜଣେ ବଦାନ୍ୟ ବ୍ୟକ୍ତି ଦାନ ସୂତ୍ରରେ ଅର୍ପଣ କରିଥିଲେ। ସେତେବେଳେ ଏହାର ଦାୟିତ୍ୱ ତତ୍କାଳୀନ ପୁରୀ ଜିଲ୍ଲାପାଳ ତଥା ସେ ସମୟରେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଭାରତୀୟ ଲଜିଂ ହାଉସ୍ ଫଣ୍ଡ କମିଟି ସଭାପତିଙ୍କୁ ଦାନ କରିଥିଲେ।

ଆଉ ସେବେଠାରୁ ସ୍ୱଳ୍ପ ମୂଲ୍ୟରେ ଏମିତିକି ୫୦ରୁ ୨ଶହ ଟଙ୍କାରେ ଯାତ୍ରୀ ଓ ଭକ୍ତଙ୍କୁ ରହଣୀ ପାଇଁ କୋଠରୀ ସୁବିଧା ମିଳୁଥିଲା। ଗତବର୍ଷ ଏହି ଧର୍ମଶାଳାର ଆଧୁନିକୀକରଣ ଲାଗି କେନ୍ଦ୍ର ସରକାରଙ୍କ ଅବଢ଼ା ଯୋଜନାରେ ପ୍ରାୟ ୧୮ କୋଟି ଟଙ୍କା ଆସି ୨କୋଟି ଟଙ୍କାର କାମ ମଧ୍ୟ ଚାଲିଥିଲା।

ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ସଲଗ୍ନ ୭୫ ମିଟର ଚୌଦହି ସୌନ୍ଦର୍ଯ୍ୟକରଣ ଯୋଜନାରେ ଉଚ୍ଛେଦ ହୋଇଥିବା ଲଜ୍ ମାଲିକମାନଙ୍କୁ ଥଇଥାନ ଉଦ୍ଦେଶ୍ୟରେ ପୁରୀ ଜିଲ୍ଲା ପ୍ରଶାସନ ଅନ୍ୟ କୌଣସି ସ୍ଥାନ ନବାଛି ବଗଲା ଧର୍ମଶାଳା ଜମିକୁ ଖଣ୍ଡ ଖଣ୍ଡ କରି ସେମାନଙ୍କୁ ବିକ୍ରି କରିବା ଘଟଣାକୁ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story