ବଙ୍ଗୋପସାଗରରେ ୱେଲମାର୍କ ଲୋପ୍ରେସର, ୨୯ ଯାଏଁ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ୱା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲୋପ୍ରେସର ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏହାରି ପ୍ରଭାବରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। ଉତ୍ତରପୂର୍ବ ସମୁଦ୍ରକୂଳରେ […]

weather

weather

Rakesh Mallick
  • Published: Thursday, 27 August 2015
  • Updated: 27 August 2015, 01:41 PM IST

Sports

Latest News

ଭୁବନେଶ୍ୱର: ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ୱା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲୋପ୍ରେସର ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏହାରି ପ୍ରଭାବରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। ଉତ୍ତରପୂର୍ବ ସମୁଦ୍ରକୂଳରେ ୪୫ରୁ ୫୦କିଲୋମିଟର ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଏନେଇ ସମୁଦ୍ରକୁ ନ ଯିବାକୁ ମତ୍ସଜୀବୀମାନଙ୍କ ପାଇଁ ସତର୍କ ସୂଚନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos