ବଙ୍ଗୋପସାଗରର ସୃଷ୍ଟ  ଘୂର୍ଣ୍ଣିବଳୟ ଲଘୁଚାପରେ  ପରିଣତ: ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷିବ

ଭୁବନେଶର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି। ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଯେତିକି ରହିବ ଆଗାମୀ ସମୟରେ ଏହାର ପରିମାଣ ବଢ଼ିବ। ଏଭଳି […]

weather

Rakesh Mallick
  • Published: Saturday, 12 September 2015
  • , Updated: 12 September 2015, 11:44 AM IST

ଭୁବନେଶର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି। ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଯେତିକି ରହିବ ଆଗାମୀ ସମୟରେ ଏହାର ପରିମାଣ ବଢ଼ିବ। ଏଭଳି ପାଗ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Related story