ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): କର୍ତ୍ତବ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ବହାଡ଼ାଝୋଲା ଫାଣ୍ଡି ଏଏସ୍ଆଇ ଶରତ ମିଶ୍ର। ସେହିପରି ଓଡ଼ଗାଁ ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କର ଜିଲ୍ଲା ମୁଖ୍ୟାଳୟକୁ ବଦଳି ହୋଇଛି । ଡିଆଇଜି ଆଶିଷ ସିଂଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଏସ୍ପି ଶଶୀଭୂଷଣ ଶତପଥୀ ଏହି ଆଦେଶ ଦେଇଛନ୍ତି।
ଏକ ମାମଲାରେ ଅବହେଳା କରୁଥିବା ନେଇ ଜଣେ ବ୍ୟକ୍ତି ବହାଡ଼ାଝୋଲା ଫାଣ୍ଡି ଅଧିକାରୀ ଓ ଓଡ଼ଗାଁ ଥାନା ଅଧିକାରୀଙ୍କ ବିରୋଧରେ ଫେରାଦ ହୋଇଥିଲେ । ପରେ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଆଇଜି ନିର୍ଦ୍ଦେଶ ଦେଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।