ଅଦ୍ୟତନ ହୋଇଛି
nayagarh-1..1
Advertisment
ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): କର୍ତ୍ତବ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ବହାଡ଼ାଝୋଲା ଫାଣ୍ଡି ଏଏସ୍ଆଇ ଶରତ ମିଶ୍ର। ସେହିପରି ଓଡ଼ଗାଁ ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କର ଜିଲ୍ଲା ମୁଖ୍ୟାଳୟକୁ ବଦଳି ହୋଇଛି । ଡିଆଇଜି ଆଶିଷ ସିଂଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଏସ୍ପି ଶଶୀଭୂଷଣ ଶତପଥୀ ଏହି ଆଦେଶ ଦେଇଛନ୍ତି।
Advertisment
ଏକ ମାମଲାରେ ଅବହେଳା କରୁଥିବା ନେଇ ଜଣେ ବ୍ୟକ୍ତି ବହାଡ଼ାଝୋଲା ଫାଣ୍ଡି ଅଧିକାରୀ ଓ ଓଡ଼ଗାଁ ଥାନା ଅଧିକାରୀଙ୍କ ବିରୋଧରେ ଫେରାଦ ହୋଇଥିଲେ । ପରେ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଆଇଜି ନିର୍ଦ୍ଦେଶ ଦେଇଥିଲେ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2019/10/nayagarh-1..1.jpg)