Advertisment

ଅଜଣା ଲୋକଙ୍କ ପାଇଁ ଚାଲିଛି ଦଶାହ ପାଳନ

ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଉଦ୍ଧାର କରିଥିବା ସ୍ଥାନୀୟ ଲୋକମାନେ ଆଜି ମୁଣ୍ଡନ ହୋଇ ଦଶାହ ପାଳୁଛନ୍ତି। ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜୀବନ ହାରିଥିବା ଯାତ୍ରୀଙ୍କ ଆତ୍ମାର ଶାନ୍ତି ଓ ସଦଗତି ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ବାହାନଗାରେ ୩ ଦିନିଆ ସମୂହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଚାଲିବ।

ଅଦ୍ୟତନ ହୋଇଛି

Odisha Train Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe