ବାଲେଶ୍ବର ବାହାନଗା ଟ୍ରେନ୍ ଟ୍ରାଜେଡିକୁ ଆଜି ୧୧ ଦିନ । ଏକାଦଶାହରେ ଆଜି ବିଶ୍ୱଶାନ୍ତି ମହାଯଜ୍ଞ କାର୍ଯ୍ୟକ୍ରମ। ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜୀବନ ହାରିଥିବା ଯାତ୍ରୀଙ୍କ ଆତ୍ମାର ଶାନ୍ତି ଓ ସଦଗତି ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ୩ ଦିନିଆ ସମୂହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଚାଲିଛି। ବାହାନଗା ବାସୀ, ସୋର ଅଞ୍ଚଳବାସୀ ଓ ବାଲେଶ୍ୱର ସାମାଜିକ ସଂଗଠନର କର୍ମକର୍ତ୍ତା ମିଳିତ ଭାବେ ଆୟୋଜନ କରୁଛନ୍ତି ଏହି କାର୍ଯ୍ୟକ୍ରମ। ବାହାନଗା ହାଇସ୍କୁଲ ପାଖ ପଡିଆରେ ଏହି କାର୍ଯ୍ୟକ୍ରମ ଛାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭୁବନେଶ୍ୱର ନୁହେଁ; ଦିଲ୍ଲୀରେ ହାଜର ହେବେ ବିଷ୍ଣୁପଦ ସେଠୀ!
ଦିଲ୍ଲୀରେ ହାଜର ହେବା ନେଇ CBIକୁ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି।
Crime
ହସପିଟାଲ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର; ହାତରେ ଲାଗିଛି ଛୁଞ୍ଚି
ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ, ହାତରେ ଛୁଞ୍ଚି ଲାଗିଥିବାରୁ ରୋଗୀ ହୋଇଥିବା ସନ୍ଦେହ କରାଯାଉଛି।
Crime
ହାଟରେ ପଡିଛି ଅଧା ପୋଡ଼ା ମୃତଦେହ, ମିଳୁନି ପରିଚୟ
ମୟୂରଭଞ୍ଜ ଜିଲ୍ଲା କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ପଡିରହିଛି ଅଧା ପୋଡ଼ା ଅଜଣା ଶବ। କେହି ଦୁର୍ବୃତ୍ତ ହତ୍ୟା ପରେ ପୋଡି ଦେଇଥିବା ସନ୍ଦେହ କରାଯାଇଛି।