‘ବାହାନଗାରେ ବିଶ୍ୱ ଶାନ୍ତି ମହାଯଜ୍ଞ’ | Odisha Reporter
ବାଲେଶ୍ବର ବାହାନଗା ଟ୍ରେନ୍ ଟ୍ରାଜେଡିକୁ ଆଜି ୧୧ ଦିନ । ଏକାଦଶାହରେ ଆଜି ବିଶ୍ୱଶାନ୍ତି ମହାଯଜ୍ଞ କାର୍ଯ୍ୟକ୍ରମ। ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜୀବନ ହାରିଥିବା ଯାତ୍ରୀଙ୍କ ଆତ୍ମାର ଶାନ୍ତି ଓ ସଦଗତି ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ୩ ଦିନିଆ ସମୂହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଚାଲିଛି। ବାହାନଗା ବାସୀ, ସୋର ଅଞ୍ଚଳବାସୀ ଓ ବାଲେଶ୍ୱର ସାମାଜିକ ସଂଗଠନର କର୍ମକର୍ତ୍ତା ମିଳିତ ଭାବେ ଆୟୋଜନ କରୁଛନ୍ତି ଏହି କାର୍ଯ୍ୟକ୍ରମ। ବାହାନଗା ହାଇସ୍କୁଲ ପାଖ ପଡିଆରେ ଏହି କାର୍ଯ୍ୟକ୍ରମ ଛାଲିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
